ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍ ଜବତ

The Sakala Picture
Published On

ନକଲି କାରବାରରେ ସୀମା ଟପିଲା କଟକ । କଟକରେ ୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍‌ ଜବତ କଲା ଡ୍ରଗ ଡିପାଟମେଣ୍ଟ । କନିକାଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲ ଗୋଦାମ ଉପରେ ଜିଲ୍ଲା ଡ୍ରଗ ଡିପାଟମେଣ୍ଟର ଚଢ଼ାଉ । ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମାକ୍ସ ରିଲିଫ ହେଲଥ କେୟାର ନାମକ କମ୍ପାନୀରୁ ଏହି ଔଷଧ ଆସୁଥିଲା।ହୋଲସେଲର ବିରୁଦ୍ଧରେ ଡ୍ରଗ ଆଣ୍ଡ କସମେଟିକ ଆଇନ ମୁତାବକ […]

ନକଲି କାରବାରରେ ସୀମା ଟପିଲା କଟକ । କଟକରେ ୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍‌ ଜବତ କଲା ଡ୍ରଗ ଡିପାଟମେଣ୍ଟ । କନିକାଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲ ଗୋଦାମ ଉପରେ ଜିଲ୍ଲା ଡ୍ରଗ ଡିପାଟମେଣ୍ଟର ଚଢ଼ାଉ । ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମାକ୍ସ ରିଲିଫ ହେଲଥ କେୟାର ନାମକ କମ୍ପାନୀରୁ ଏହି ଔଷଧ ଆସୁଥିଲା।ହୋଲସେଲର ବିରୁଦ୍ଧରେ ଡ୍ରଗ ଆଣ୍ଡ କସମେଟିକ ଆଇନ ମୁତାବକ କଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

11 Jun 2021 By The Sakala

୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍ ଜବତ

ନକଲି କାରବାରରେ ସୀମା ଟପିଲା କଟକ । କଟକରେ ୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍‌ ଜବତ କଲା ଡ୍ରଗ ଡିପାଟମେଣ୍ଟ । କନିକାଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲ ଗୋଦାମ ଉପରେ ଜିଲ୍ଲା ଡ୍ରଗ ଡିପାଟମେଣ୍ଟର ଚଢ଼ାଉ । ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମାକ୍ସ ରିଲିଫ ହେଲଥ କେୟାର ନାମକ କମ୍ପାନୀରୁ ଏହି ଔଷଧ ଆସୁଥିଲା।ହୋଲସେଲର ବିରୁଦ୍ଧରେ ଡ୍ରଗ ଆଣ୍ଡ କସମେଟିକ ଆଇନ ମୁତାବକ କଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର