ଆରମ୍ଭ ହେଲା ଇ-ଲେକଚର ବ୍ୟବସ୍ଥା: ଘରେ ବସି ସେମିଷ୍ଟର ପାଇଁ ପ୍ରସ୍ତୁତ ହୋଇପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ବର: ଉଚ୍ଚଶିକ୍ଷା ସଂସ୍କାରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଆରମ୍ଭ ହେଲା ଇ – ଲେକଚର ବ୍ୟବସ୍ଥା । ଏଥିରେ କଲେଜ ଓ ବିଶ୍ଵବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ଼ କରାଯାଇଛି। ଯାହା ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହାର ଭର୍ଚୁଆଲ ପ୍ଲାଟଫର୍ମରେ ସୁବିଧା ନେବାକୁ ଉଚ୍ଚଶିକ୍ଷା ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ସବୁ କଲେଜ ଓ ବିଶ୍ଵବିଦ୍ୟାଳୟକୁ ଚିଠି କରାଯାଇଛି। ଏହି ୱେବସାଇଟ ହେଉଛି https://vtputkal.odisha.gov.in । ଘରେ ବସି ସେମିଷ୍ଟର ପାଇଁ ପ୍ରସ୍ତୁତ […]
ଭୁବନେଶ୍ବର: ଉଚ୍ଚଶିକ୍ଷା ସଂସ୍କାରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଆରମ୍ଭ ହେଲା ଇ – ଲେକଚର ବ୍ୟବସ୍ଥା । ଏଥିରେ କଲେଜ ଓ ବିଶ୍ଵବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ଼ କରାଯାଇଛି। ଯାହା ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହାର ଭର୍ଚୁଆଲ ପ୍ଲାଟଫର୍ମରେ ସୁବିଧା ନେବାକୁ ଉଚ୍ଚଶିକ୍ଷା ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ସବୁ କଲେଜ ଓ ବିଶ୍ଵବିଦ୍ୟାଳୟକୁ ଚିଠି କରାଯାଇଛି।
ଏହି ୱେବସାଇଟ ହେଉଛି https://vtputkal.odisha.gov.in ।
ଘରେ ବସି ସେମିଷ୍ଟର ପାଇଁ ପ୍ରସ୍ତୁତ ହୋଇପାରିବେ ଛାତ୍ରଛାତ୍ରୀ। କେବଳ ଏହି ଲିଙ୍କରେ ଗୋଟେ କ୍ଲିକ କଲେ ୪ଟି ସେମିଷ୍ଟାରର କୋର୍ସ ପଢି ହେବ। ଫିଜିକ୍ସ, କେମେଷ୍ଟ୍ରି, ବୋଟନି, ଜୁଲୋଜି, ପଲିଟିକାଲ ସାଇନ୍ସ, ଓଡ଼ିଆ, ଇତିହାସ, ଇଂରାଜୀ, ସାଇକୋଲୋଜି, ବାଣିଜ୍ୟ ଓ ଇକୋନୋମିକ୍ସ ପରି୧୧ ଟି କଲେଜ ଓ ବିଶ୍ଵବିଦ୍ୟାଳୟ ସ୍ତରୀୟ ପାଠ୍ୟକ୍ରମ ଏହି ପୋର୍ଟାଲରେ ଅପଲୋଡ଼ ହୋଇଛି। ରୁଷା ଓ ଓଡ଼ିଶା ସରକାରଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ କରିବାର ମୁଖ୍ୟ ଉଦେଶ୍ୟ ହେଉଛି ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ପାଇଁ ନୂତନ ସମ୍ଭାବନା ସୃଷ୍ଟି କରିବା ।