ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି, ମେ ୧୩ରେ ଭୋଟ ଗ୍ରହଣ

The Sakala Picture
Published On

ଭୁବନେଶ୍ଵର: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୋମବାର ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୨୬ ତାରିଖକୁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଧାର୍ଯ୍ଯ କରାଯାଇଛି। ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖ ପ୍ରାର୍ଥିପତ୍ର ସୁଦ୍ଧା ପ୍ରତ୍ୟାହାର କରିପରିବେ। ମେ ୧୩ ତାରିଖରେ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ମେ ୧୮ ତାରିଖ ସୁଦ୍ଧା ନିର୍ବାଚନୀ ପ୍ରକ୍ରିୟା ଶେଷ କରାଯିବ ବୋଲି […]

ଭୁବନେଶ୍ଵର: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୋମବାର ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୨୬ ତାରିଖକୁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଧାର୍ଯ୍ଯ କରାଯାଇଛି। ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖ ପ୍ରାର୍ଥିପତ୍ର ସୁଦ୍ଧା ପ୍ରତ୍ୟାହାର କରିପରିବେ। ମେ ୧୩ ତାରିଖରେ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ମେ ୧୮ ତାରିଖ ସୁଦ୍ଧା ନିର୍ବାଚନୀ ପ୍ରକ୍ରିୟା ଶେଷ କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତାନ ହେବ।

ଆହୁରି ପଢ଼ନ୍ତୁ: ଆସନ୍ତା ୧୧ ଓ ୧୨ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି

ଆହୁରି ପଢ଼ନ୍ତୁ: ନିଟ୍‌-ୟୁଜି ପରୀକ୍ଷା ବାତିଲକୁ ନେଇ ନବୀନଙ୍କ କ୍ଷୋଭ; କହିଲେ 'ଏହା ତ୍ରୁଟି ନୁହେଁ, ସାଂଘାତିକ ବିଶ୍ୱାସଘାତକତା'

ସୂଚନାଯୋଗ୍ୟ, ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟଗ୍ରହଣ କରାଯିବାର ଥିଲା। କିନ୍ତୁ ଏହା ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଯିବାରୁ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ବୟଫ୍ରେଣ୍ଡ୍ ରୁମରେ ଗର୍ଲଫ୍ରେଣ୍ଡକୁ ଗଣଦୁଷ୍କର୍ମ ଅଭିଯୋଗ, ୪ ଗିରଫ

ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିଛି । ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି।

19 Apr 2021 By The Sakala

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି, ମେ ୧୩ରେ ଭୋଟ ଗ୍ରହଣ

ଭୁବନେଶ୍ଵର: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୋମବାର ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୨୬ ତାରିଖକୁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଧାର୍ଯ୍ଯ କରାଯାଇଛି। ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖ ପ୍ରାର୍ଥିପତ୍ର ସୁଦ୍ଧା ପ୍ରତ୍ୟାହାର କରିପରିବେ। ମେ ୧୩ ତାରିଖରେ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ମେ ୧୮ ତାରିଖ ସୁଦ୍ଧା ନିର୍ବାଚନୀ ପ୍ରକ୍ରିୟା ଶେଷ କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତାନ ହେବ।

ସୂଚନାଯୋଗ୍ୟ, ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟଗ୍ରହଣ କରାଯିବାର ଥିଲା। କିନ୍ତୁ ଏହା ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଯିବାରୁ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।

ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିଛି । ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର