ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ବାଲିପାଟଣା ଥାନା ସରିପୁର ଛକ ନିକଟରେ ରାସ୍ତାରେ ସାଂସଦଙ୍କ ଗାଡିକୁ ଅଣ୍ଡା ମାଡ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ଏହି ଅଣ୍ଡାମାଡ଼ କରାଯାଇଛି । ସୂଚନା ଅନୁସାରେ, ବନମାଳିପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଂସଦ ଯାଉଥିବା […]

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ବାଲିପାଟଣା ଥାନା ସରିପୁର ଛକ ନିକଟରେ ରାସ୍ତାରେ ସାଂସଦଙ୍କ ଗାଡିକୁ ଅଣ୍ଡା ମାଡ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ଏହି ଅଣ୍ଡାମାଡ଼ କରାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ସୂଚନା ଅନୁସାରେ, ବନମାଳିପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଂସଦ ଯାଉଥିବା ବେଳେ ବାଲିପାଟଣା ସରିପୁର ଛକରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା କିଛି ଛାତ୍ର କଂଗ୍ରେସ କର୍ମୀ ହଠାତ ଅଣ୍ଡାମାଡ଼ କରିଥିଲେ । ଏହାସହ କଳାପତାକା ପ୍ରଦର୍ଶନ କରି ବିଜେପି ବିରୋଧୀ ସ୍ଲୋଗାନ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

25 Nov 2021 By The Sakala

ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ବାଲିପାଟଣା ଥାନା ସରିପୁର ଛକ ନିକଟରେ ରାସ୍ତାରେ ସାଂସଦଙ୍କ ଗାଡିକୁ ଅଣ୍ଡା ମାଡ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ଏହି ଅଣ୍ଡାମାଡ଼ କରାଯାଇଛି ।

ସୂଚନା ଅନୁସାରେ, ବନମାଳିପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଂସଦ ଯାଉଥିବା ବେଳେ ବାଲିପାଟଣା ସରିପୁର ଛକରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା କିଛି ଛାତ୍ର କଂଗ୍ରେସ କର୍ମୀ ହଠାତ ଅଣ୍ଡାମାଡ଼ କରିଥିଲେ । ଏହାସହ କଳାପତାକା ପ୍ରଦର୍ଶନ କରି ବିଜେପି ବିରୋଧୀ ସ୍ଲୋଗାନ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର