ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର, ନିର୍ବାଚନ ପ୍ରସ୍ତୁତି ନେଇ କରିବେ ସମୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର । ଓଡିଶାରେ ୧୭ ତାରିଖ ଯାଏ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । CEC ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡିଶା ଗସ୍ତରେ ଆସୁଛନ୍ତି।  ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି ରାଜୀବ କୁମାର। ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି […]

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର । ଓଡିଶାରେ ୧୭ ତାରିଖ ଯାଏ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । CEC ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡିଶା ଗସ୍ତରେ ଆସୁଛନ୍ତି।  ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି ରାଜୀବ କୁମାର।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ସେହିପରି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ଓହ ପ୍ରସ୍ତୁତି ନେଇ ଆଲୋଚନ କରିବେ । ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

15 Feb 2024 By The Sakala

ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର, ନିର୍ବାଚନ ପ୍ରସ୍ତୁତି ନେଇ କରିବେ ସମୀକ୍ଷା

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର । ଓଡିଶାରେ ୧୭ ତାରିଖ ଯାଏ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । CEC ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡିଶା ଗସ୍ତରେ ଆସୁଛନ୍ତି।  ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି ରାଜୀବ କୁମାର।

ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ସେହିପରି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ଓହ ପ୍ରସ୍ତୁତି ନେଇ ଆଲୋଚନ କରିବେ । ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର