ଘର କାନ୍ଥ ଭାଙ୍ଗି ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ

The Sakala Picture
Published On

ଦେବଗଡ଼: ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ। ଟିପିରିସିଙ୍ଗା ଗ୍ରାମରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ। ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରୁବାଲି କିସାନ ଓ ଖଇରି କିସାନ ବୋଲି ଜଣାପଡ଼ିଛି। ବିଳମ୍ବିତ ରାତି କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ। ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ […]

ଦେବଗଡ଼: ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ। ଟିପିରିସିଙ୍ଗା ଗ୍ରାମରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ। ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରୁବାଲି କିସାନ ଓ ଖଇରି କିସାନ ବୋଲି ଜଣାପଡ଼ିଛି। ବିଳମ୍ବିତ ରାତି କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ। ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର