ଆଜି କ୍ୟାବିନେଟ୍ର ଜରୁରୀ ବୈଠକ, ଦୁଇ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର: ଆଜି ସକାଳ ୧୦ଟାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍ର ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଶୀତ ଅଧିବେଶନ ଜାରି ରହିଥିବା ସମୟରେ ଏହି କ୍ୟାବିନେଟ୍ ବୈଠକକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ତେବେ ନିର୍ଦ୍ଦିଷ୍ଟ ଭାବରେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ, ତାହା ସ୍ପଷ୍ଟ ହୋଇନାହିଁ।