୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଲେ ବିଭିନ୍ନ ସରକାରୀ ଓ ବେସରକାରୀ ସଂଘର କର୍ମକର୍ତ୍ତା
ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟ ବିଭିନ୍ନ ସରକାରୀ ଓ ବେସରକାରୀ ସଂଘର କର୍ମକର୍ତ୍ତା । ଏଥିସହ ଭିକେ ପାଣ୍ଡିଆନଙ୍କୁ ଶୁଭେଛା ଜଣାଇଛନ୍ତି । ପ୍ରାୟ ୨୦ରୁ ଅଧିକ ସଂଘର କର୍ମକର୍ତ୍ତା ସାକ୍ଷାତକରି ନୂଆ ଦାୟିତ୍ବ ପାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ୫ଟି ଅଧ୍ୟକ୍ଷଙ୍କ ନେତୃତ୍ବରେ ରାଜ୍ୟରେ ରୁପାନ୍ତରଣ ପ୍ରକ୍ରିୟା ଆହୁରି କ୍ରିୟାଶୀଳ ହେବା ସହ ରାଜ୍ୟର ଦ୍ରୁତ ବିକାଶ ହେବ ବୋଲି ଆଶା ପ୍ରକାଶ […]
ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟ ବିଭିନ୍ନ ସରକାରୀ ଓ ବେସରକାରୀ ସଂଘର କର୍ମକର୍ତ୍ତା । ଏଥିସହ ଭିକେ ପାଣ୍ଡିଆନଙ୍କୁ ଶୁଭେଛା ଜଣାଇଛନ୍ତି । ପ୍ରାୟ ୨୦ରୁ ଅଧିକ ସଂଘର କର୍ମକର୍ତ୍ତା ସାକ୍ଷାତକରି ନୂଆ ଦାୟିତ୍ବ ପାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ୫ଟି ଅଧ୍ୟକ୍ଷଙ୍କ ନେତୃତ୍ବରେ ରାଜ୍ୟରେ ରୁପାନ୍ତରଣ ପ୍ରକ୍ରିୟା ଆହୁରି କ୍ରିୟାଶୀଳ ହେବା ସହ ରାଜ୍ୟର ଦ୍ରୁତ ବିକାଶ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ସଂଘ । ଏହା ସହ ଅନେକ ସମୟ ଧରି ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କ ସହ ଓଡ଼ିଶାର ବିକାଶରେ ସମ୍ପୂର୍ଣ ସହଯୋଗ କରିବେ ବୋଲି ସମସ୍ତେ ପ୍ରତିଶୃତି ଦେଇଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କସୁସ୍ଥ ଜୀବନ କାମନା କରିଛନ୍ତି।