ଛତିଶଗଡ଼ ବିଜାପୁରରେ ଏନ୍‌କାଉଣ୍ଟର: ୪ ମାଓବାଦୀ ନିପାତ

The Sakala Picture
Published On

ମାଲକାନଗିରି: ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଥିବା ଜଣାଯାଇଛି। ଜାଂଗଲା ଥାନା ଅନ୍ତର୍ଗତ ଛୋଟେ ତୁଙ୍ଗାଲି ଜଂଗଲରେ ଯବାନଙ୍କ ଗୁଳିରେ ୪ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ମାଓବାଦୀମାନଙ୍କ ଶବ ଉଦ୍ଧାର କରାଯାଇଛି। ଏହାଛଡ଼ା ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି। ସମ୍ପୃକ୍ତ ଅଞ୍ଚଳରେ ଡିଆରଜି ଯବାନଙ୍କ ପକ୍ଷରୁ ସର୍ଚ ଅପରେସନ ଜାରି ରହିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ସୂଚନା ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

27 Feb 2024 By The Sakala

ଛତିଶଗଡ଼ ବିଜାପୁରରେ ଏନ୍‌କାଉଣ୍ଟର: ୪ ମାଓବାଦୀ ନିପାତ

ମାଲକାନଗିରି: ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଥିବା ଜଣାଯାଇଛି। ଜାଂଗଲା ଥାନା ଅନ୍ତର୍ଗତ ଛୋଟେ ତୁଙ୍ଗାଲି ଜଂଗଲରେ ଯବାନଙ୍କ ଗୁଳିରେ ୪ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ମାଓବାଦୀମାନଙ୍କ ଶବ ଉଦ୍ଧାର କରାଯାଇଛି। ଏହାଛଡ଼ା ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି। ସମ୍ପୃକ୍ତ ଅଞ୍ଚଳରେ ଡିଆରଜି ଯବାନଙ୍କ ପକ୍ଷରୁ ସର୍ଚ ଅପରେସନ ଜାରି ରହିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ସୂଚନା ।

https://www.thesakala.in/latest-odisha-news/encounter-in-chhattisgarh-bijapur-four-militant-killed/article-30259
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର