ଗାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର

The Sakala Picture
Published On

ଭୁବନେଶ୍ୱର: ଗାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟର କରିଥିବା ସୂଚନା । ଗାଙ୍ଗଷ୍ଟର ହାଇଦରକୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ପୋଲିସ ନେଉଥିବା ସମୟରେ ଖସି ଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି । ଏନକାଉଣ୍ଟର ରେ ହାଇଦର ଗୁରୁତର ଆହତ ହୋଇଛି । ହାଇଦରକୁ ଧରିବା ପାଇଁ ପୋଲିସ ଗୁଳି ମାରିଛି । ବାଲେଶ୍ୱର ସିମୁଳିଆ ଠାରେ ସେକ ହାଇଦର ପରିଶ୍ରା କରିବା ବାହାନାରେ ଖସିଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି […]

ଭୁବନେଶ୍ୱର: ଗାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟର କରିଥିବା ସୂଚନା । ଗାଙ୍ଗଷ୍ଟର ହାଇଦରକୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ପୋଲିସ ନେଉଥିବା ସମୟରେ ଖସି ଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି । ଏନକାଉଣ୍ଟର ରେ ହାଇଦର ଗୁରୁତର ଆହତ ହୋଇଛି । ହାଇଦରକୁ ଧରିବା ପାଇଁ ପୋଲିସ ଗୁଳି ମାରିଛି । ବାଲେଶ୍ୱର ସିମୁଳିଆ ଠାରେ ସେକ ହାଇଦର ପରିଶ୍ରା କରିବା ବାହାନାରେ ଖସିଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି । ହାଇଦରର ବାମ ହାତ ଓ ପେଟରେ ଗୁଳି ବାଜିଥିବା ସୂଚନା ମିଳିଛି । ପୋଲିସ ଏନକାଉଣ୍ଟର ପରେ ଗୁରୁତର ହାଇଦରକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ଅନ୍ୟପଟେ କିଛି ମାସ ତଳେ କଟକ ବଡ଼ ମେଡିକାଲରୁ ହାଇଦର ବିରିୟାନୀରେ ନିଶା ଔଷଧ ଦେଇ ଖସିପଳାଇବାରେ ସଫଳ ହୋଇଥିଲା  । ଏହି ଘଟଣା ସେତେବେଳେ ମୁଖ୍ୟ ପ୍ରସଙ୍ଗ ପାଲଟିଥିବାବେଳେ, ରାଜ୍ୟ ପୋଲିସକୁ ହରଡ଼ ଘଣାରେ ପକାଇଦେଇଥିଲା ଏହି ଘଟଣା  । ଏହାପରେ ରାଜ୍ୟ ପୋଲିସର ଏକ ସ୍ୱତନ୍ତ୍ର ଟିମ ହାଇଦ୍ରାବାଦରୁ ହାଇଦରକୁ ଧରିବାରେ ସଫଳ ହୋଇଥିଲା  ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ସେହିପର ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ୩ ସହଯୋଗୀ ଗିରଫ ହୋଇଥିଲେ । ୩ ଗିରଫଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି । ସମସ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୋଲିସ । ଗିରଫମାନେ କଟକ SCBରୁ ହାଇଦରକୁ ଫେରାର କରିବାରେ ସହାୟତା କରିଥିଲେ । ପରେ ୧୨୦ ଘଣ୍ଟାର ସଫଳ ଅପରେସନ ପରେ ହାଇଦରକୁ ତେଲଙ୍ଗାନାର ସାଙ୍ଗାରେଡ୍ଡିରୁ ଗିରଫ କରିଥିଲା ପୋଲିସ । ପରେ ତାଙ୍କୁ ସ୍ବତନ୍ତ୍ର ବିମାନ ଯୋଗେ ହାଇଦ୍ରାବାଦରୁ ଓଡ଼ିଶା ଅଣାଯାଇଥିଲା ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

24 Jul 2021 By The Sakala

ଗାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର

ଭୁବନେଶ୍ୱର: ଗାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟର କରିଥିବା ସୂଚନା । ଗାଙ୍ଗଷ୍ଟର ହାଇଦରକୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ପୋଲିସ ନେଉଥିବା ସମୟରେ ଖସି ଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି । ଏନକାଉଣ୍ଟର ରେ ହାଇଦର ଗୁରୁତର ଆହତ ହୋଇଛି । ହାଇଦରକୁ ଧରିବା ପାଇଁ ପୋଲିସ ଗୁଳି ମାରିଛି । ବାଲେଶ୍ୱର ସିମୁଳିଆ ଠାରେ ସେକ ହାଇଦର ପରିଶ୍ରା କରିବା ବାହାନାରେ ଖସିଯିବାକୁ ଚେଷ୍ଟା କରୁଥିବାରୁ ପୋଲିସ ଏନକାଉଣ୍ଟର କରିଛି । ହାଇଦରର ବାମ ହାତ ଓ ପେଟରେ ଗୁଳି ବାଜିଥିବା ସୂଚନା ମିଳିଛି । ପୋଲିସ ଏନକାଉଣ୍ଟର ପରେ ଗୁରୁତର ହାଇଦରକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଅନ୍ୟପଟେ କିଛି ମାସ ତଳେ କଟକ ବଡ଼ ମେଡିକାଲରୁ ହାଇଦର ବିରିୟାନୀରେ ନିଶା ଔଷଧ ଦେଇ ଖସିପଳାଇବାରେ ସଫଳ ହୋଇଥିଲା  । ଏହି ଘଟଣା ସେତେବେଳେ ମୁଖ୍ୟ ପ୍ରସଙ୍ଗ ପାଲଟିଥିବାବେଳେ, ରାଜ୍ୟ ପୋଲିସକୁ ହରଡ଼ ଘଣାରେ ପକାଇଦେଇଥିଲା ଏହି ଘଟଣା  । ଏହାପରେ ରାଜ୍ୟ ପୋଲିସର ଏକ ସ୍ୱତନ୍ତ୍ର ଟିମ ହାଇଦ୍ରାବାଦରୁ ହାଇଦରକୁ ଧରିବାରେ ସଫଳ ହୋଇଥିଲା  ।

ସେହିପର ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ୩ ସହଯୋଗୀ ଗିରଫ ହୋଇଥିଲେ । ୩ ଗିରଫଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି । ସମସ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୋଲିସ । ଗିରଫମାନେ କଟକ SCBରୁ ହାଇଦରକୁ ଫେରାର କରିବାରେ ସହାୟତା କରିଥିଲେ । ପରେ ୧୨୦ ଘଣ୍ଟାର ସଫଳ ଅପରେସନ ପରେ ହାଇଦରକୁ ତେଲଙ୍ଗାନାର ସାଙ୍ଗାରେଡ୍ଡିରୁ ଗିରଫ କରିଥିଲା ପୋଲିସ । ପରେ ତାଙ୍କୁ ସ୍ବତନ୍ତ୍ର ବିମାନ ଯୋଗେ ହାଇଦ୍ରାବାଦରୁ ଓଡ଼ିଶା ଅଣାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର