ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ଚାଲିବ ପୂଜା ସ୍ପେଶାଲ ଟ୍ରେନ

The Sakala Picture
Published On

ଭୁବନେଶ୍ବର : ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବ ରେଲବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି । ୦୩୧୦୧ ସିଆଲଦା-ପୁରୀ ପୂଜା ସ୍ପେଶାଲ ଅକ୍ଟୋବର ୧,୨୦୨୨ରୁ ଅକ୍ଟୋବର ୨୯,୨୦୨୨ ମଧ୍ୟରେ (୫ ଟ୍ରିପ) ପ୍ରତି ଶନିବାର ରାତି ୧୧.୫୦ରେ ସିଆଲଦାରୁ ବାହାରି ପରଦିନ ପୁରୀ ଠାରେ ସକାଳ ୯.୩୫ରେ ପହଞ୍ଚିବ ଓ ୦୩୧୦୨ ପୁରୀ- ସିଆଲଦା ପୂଜା ସ୍ପେଶାଲ ଅକ୍ଟୋବର ୨,୨୦୨୨ରୁ ଅକ୍ଟୋବର ୩୦,୨୦୨୨ […]

ଭୁବନେଶ୍ବର : ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବ ରେଲବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ପ୍ରେମ କରୁଥିଲା ଗୋଟେ ଛୁଆର ବାପା, ମିଛ ବିବାହ ଓ ପ୍ରତାରଣା ଅଭିଯୋଗରେ ବାନ୍ଧିଲା ପୋଲିସ

୦୩୧୦୧ ସିଆଲଦା-ପୁରୀ ପୂଜା ସ୍ପେଶାଲ ଅକ୍ଟୋବର ୧,୨୦୨୨ରୁ ଅକ୍ଟୋବର ୨୯,୨୦୨୨ ମଧ୍ୟରେ (୫ ଟ୍ରିପ) ପ୍ରତି ଶନିବାର ରାତି ୧୧.୫୦ରେ ସିଆଲଦାରୁ ବାହାରି ପରଦିନ ପୁରୀ ଠାରେ ସକାଳ ୯.୩୫ରେ ପହଞ୍ଚିବ ଓ ୦୩୧୦୨ ପୁରୀ- ସିଆଲଦା ପୂଜା ସ୍ପେଶାଲ ଅକ୍ଟୋବର ୨,୨୦୨୨ରୁ ଅକ୍ଟୋବର ୩୦,୨୦୨୨ ମଧ୍ୟରେ (୫ ଟ୍ରିପ) ପ୍ରତି ରବିବାର ପୁରୀ ଠାରୁ ଅପରାହ୍ନ ୩.୫୦ରେ ବାହାରି ପରଦିନ ରାତି ୨ଟାରେ ସିଆଲଦାରେ ପହଞ୍ଚିବ ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ସୁଧୁରୁଛି ଆଇନଶୃଙ୍ଖଳା: ନୂଆ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନଙ୍କ କାର୍ଯ୍ୟଶୈଳୀକୁ ନେଇ ଚର୍ଚ୍ଚା

ଏହି ସ୍ପେଶାଲ ଟ୍ରେନ ଉଭୟ ଦିଗରେ ଭଟ୍ଟନଗର, ଆନ୍ଦୁଲ, ଖଡଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର କେଉଁଝର ରୋଡ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରୋଡ ଷ୍ଟେସନରେ ଅଟକିବ ।ସେପ୍ଟେମ୍ବର ୧୭, ୨୦୨୨ ଠାରୁ ପିଆରଏସ ଓ ଇଣ୍ଟରନେଟ ମାଧ୍ୟମରେ ୦୩୧୦୧ ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ପାଇଁ ବୁକିଂ ଆରମ୍ଭ ହେବ । ଏହି ପୂଜା ସ୍ପେଶାଲ ଟ୍ରେନ ପାଇଁ ସାଧାରଣ ଦେୟ ଠାରୁ ଅତିରିକ୍ତ ସ୍ୱତନ୍ତ୍ର ଦେୟ ନିଆଯିବ । ଏହି ଟ୍ରେନରେ କୌଣସି ରିହାତିଯୋଗ୍ୟ ବୁକିଂ ହେବ ନାହିଁ । ତତ୍କାଳ କୋଟା ମଧ୍ୟ ଉପଲବ୍ଧ ହେବ ନାହିଁ ।

ଆହୁରି ପଢ଼ନ୍ତୁ: ମଇ ୨ରେ NDMA ପକ୍ଷରୁ ମୋବାଇଲ୍‌ରେ ସେଲ୍ ବ୍ରଡକାଷ୍ଟ ଆଲର୍ଟ ପରୀକ୍ଷା, ମେସେଜ୍ ଆସିଲେ ଭୟଭୀତ ହୁଅନ୍ତୁ ନାହିଁ

15 Sep 2022 By The Sakala

ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ଚାଲିବ ପୂଜା ସ୍ପେଶାଲ ଟ୍ରେନ

ଭୁବନେଶ୍ବର : ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବ ରେଲବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି ।

୦୩୧୦୧ ସିଆଲଦା-ପୁରୀ ପୂଜା ସ୍ପେଶାଲ ଅକ୍ଟୋବର ୧,୨୦୨୨ରୁ ଅକ୍ଟୋବର ୨୯,୨୦୨୨ ମଧ୍ୟରେ (୫ ଟ୍ରିପ) ପ୍ରତି ଶନିବାର ରାତି ୧୧.୫୦ରେ ସିଆଲଦାରୁ ବାହାରି ପରଦିନ ପୁରୀ ଠାରେ ସକାଳ ୯.୩୫ରେ ପହଞ୍ଚିବ ଓ ୦୩୧୦୨ ପୁରୀ- ସିଆଲଦା ପୂଜା ସ୍ପେଶାଲ ଅକ୍ଟୋବର ୨,୨୦୨୨ରୁ ଅକ୍ଟୋବର ୩୦,୨୦୨୨ ମଧ୍ୟରେ (୫ ଟ୍ରିପ) ପ୍ରତି ରବିବାର ପୁରୀ ଠାରୁ ଅପରାହ୍ନ ୩.୫୦ରେ ବାହାରି ପରଦିନ ରାତି ୨ଟାରେ ସିଆଲଦାରେ ପହଞ୍ଚିବ ।

ଏହି ସ୍ପେଶାଲ ଟ୍ରେନ ଉଭୟ ଦିଗରେ ଭଟ୍ଟନଗର, ଆନ୍ଦୁଲ, ଖଡଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର କେଉଁଝର ରୋଡ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରୋଡ ଷ୍ଟେସନରେ ଅଟକିବ ।ସେପ୍ଟେମ୍ବର ୧୭, ୨୦୨୨ ଠାରୁ ପିଆରଏସ ଓ ଇଣ୍ଟରନେଟ ମାଧ୍ୟମରେ ୦୩୧୦୧ ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ପାଇଁ ବୁକିଂ ଆରମ୍ଭ ହେବ । ଏହି ପୂଜା ସ୍ପେଶାଲ ଟ୍ରେନ ପାଇଁ ସାଧାରଣ ଦେୟ ଠାରୁ ଅତିରିକ୍ତ ସ୍ୱତନ୍ତ୍ର ଦେୟ ନିଆଯିବ । ଏହି ଟ୍ରେନରେ କୌଣସି ରିହାତିଯୋଗ୍ୟ ବୁକିଂ ହେବ ନାହିଁ । ତତ୍କାଳ କୋଟା ମଧ୍ୟ ଉପଲବ୍ଧ ହେବ ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର