ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି କି, ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି । ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା । ପ୍ରତି ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ । ବିଦ୍ୟାଳୟ ଗୁଡିକରେ ଠିକ୍ ଭାବେ ପଢ଼ାଯିବା ନେଇ ଏହି ସଂଶୋଧିତ ବହି ବ୍ୟବହାର କରାଯିବ । ତଦନ୍ତ ଆଧାରରେ ଆଉ ଯଦି ଦୋଷୀ ବାହାରିବେ ସେମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । ସଂଶୋଧିତ ବହି ଡିଇଓ କିମ୍ବା ପ୍ରଧାନ ଶିକ୍ଷକଙ୍କ ଜରିଆରେ ଦିଆଯିବ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର