ଲଗାଣ ବର୍ଷାରେ ବେହାଲ ସାରା ଓଡ଼ିଶା: ଏରସମାରେ ସର୍ବାଧିକ ବର୍ଷା ରେକର୍ଡ
ଭୁବନେଶ୍ବର: ଜଗତସିଂପୁର ଜିଲ୍ଲାର ପ୍ରାୟ ସମସ୍ତ ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଏରସମାରେ ସର୍ବାଧିକ ବର୍ଷା ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ ହେମଗିରିରେ ୨୧୦.୪ ମିଲିମିଟର, ପୁରୀ ଅସ୍ତରଙ୍ଗରେ ୧୬୮ ମିଲିମିଟର ଓ ପୁରୀ ସହରରେ ୯୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସମ୍ବଲପୁରରେ ୧୪୬, ହୀରାକୁଦରେ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରିରେ ୧୦୪ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଏମ୍ଏମ୍ଡିଆର୍ ପ୍ରସଙ୍ଗ: ରାଜ୍ୟ ସ୍ୱାର୍ଥ ଅପେକ୍ଷା ନିଜ ସ୍ୱାର୍ଥକୁ ବିଜେପିର ସୁରକ୍ଷା, ୧୦ ପ୍ରଶ୍ନର ଜବାବ୍ ମାଗିଲେ ବିଧାୟକ ଅରୁଣ ସାହୁ