ଚଢାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ

The Sakala Picture
Published On

ଭରତପୁର: ଭରତପୁର ଅଞ୍ଚଳରେ ଗୁରୁବାର ଦିନ କିଛି ବ୍ୟକ୍ତି ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦେଶୀ ମଦ ବିକ୍ରି କରୁଥିବା ସନ୍ଦେହରେ ଚଢ଼ାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ। ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଚଢ଼ାଉ ବେଳେ ଏହି ଅଘଟଣ ଘଟିଥିଲା। ଏହି ଆକ୍ରମଣରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଅବକାରୀ ବିଭାଗର ଜଣେ ମହିଳା କର୍ମଚାରୀ ମଧ୍ୟ […]

ଭରତପୁର: ଭରତପୁର ଅଞ୍ଚଳରେ ଗୁରୁବାର ଦିନ କିଛି ବ୍ୟକ୍ତି ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦେଶୀ ମଦ ବିକ୍ରି କରୁଥିବା ସନ୍ଦେହରେ ଚଢ଼ାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଚଢ଼ାଉ ବେଳେ ଏହି ଅଘଟଣ ଘଟିଥିଲା। ଏହି ଆକ୍ରମଣରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଅବକାରୀ ବିଭାଗର ଜଣେ ମହିଳା କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ତେବେ ପୁଲିସ ସହାୟତାରେ ସମସ୍ତ ଅବକାରୀ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

03 Jun 2021 By The Sakala

ଚଢାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ

ଭରତପୁର: ଭରତପୁର ଅଞ୍ଚଳରେ ଗୁରୁବାର ଦିନ କିଛି ବ୍ୟକ୍ତି ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦେଶୀ ମଦ ବିକ୍ରି କରୁଥିବା ସନ୍ଦେହରେ ଚଢ଼ାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ।

ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଚଢ଼ାଉ ବେଳେ ଏହି ଅଘଟଣ ଘଟିଥିଲା। ଏହି ଆକ୍ରମଣରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଅବକାରୀ ବିଭାଗର ଜଣେ ମହିଳା କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ତେବେ ପୁଲିସ ସହାୟତାରେ ସମସ୍ତ ଅବକାରୀ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର