ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଓ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ

The Sakala Picture
Published On

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଓ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ । ମାଲକାନଗିରି ଡିସିବି ବ୍ୟାଙ୍କରେ ଟଙ୍କା ଜମା କରିବା ସମୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଢ଼ାଉ କରାଯାଇ ୧୦ ଲକ୍ଷ ଟଙ୍କା ଜବତ ପରେ ତଦନ୍ତ ଜାରି । ସୂଚନା ଅନୁଯାୟୀ, ଆଜି ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାସ ପ୍ରାୟ ୧୦ ଲକ୍ଷ ଟଙ୍କା ଡିସିବି ବ୍ୟାଙ୍କରେ ଜମା କରୁଥିବା ବେଳେ ଭିଜିଲାନ୍ସ ବିଭାଗ ତରଫରୁ […]

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଓ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ । ମାଲକାନଗିରି ଡିସିବି ବ୍ୟାଙ୍କରେ ଟଙ୍କା ଜମା କରିବା ସମୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଢ଼ାଉ କରାଯାଇ ୧୦ ଲକ୍ଷ ଟଙ୍କା ଜବତ ପରେ ତଦନ୍ତ ଜାରି ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ସୂଚନା ଅନୁଯାୟୀ, ଆଜି ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାସ ପ୍ରାୟ ୧୦ ଲକ୍ଷ ଟଙ୍କା ଡିସିବି ବ୍ୟାଙ୍କରେ ଜମା କରୁଥିବା ବେଳେ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ କରାଯାଇଥିଲା । ଏହାପରେ ଶ୍ରୀ ଦାସଙ୍କ ଠାରୁ ସେହି ଟଙ୍କା ଜବତ କରିବା ସହ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ, ବାସଗୃହରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିଲେ । ତେବେ ବର୍ତ୍ତମାନ ମଧ୍ୟ ଏହି ଚଢ଼ାଉ ଜାରି ରହିଛି । ମାର୍ଚ୍ଚ ମାସରେ କିଛି ଠିକାଦାରଙ୍କୁ ବିଲ କରିଦେବା କଥା କହି ଏହି ଅର୍ଥ ପିସି ଆକାରରେ ନେଇଥିଲେ ବୋଲି ଜଣାପଡିଛି। ଗିରଫ ପରେ ତାଙ୍କର ଆୟ ବହିର୍ଭୂତ ସମ୍ପତି ଉପରେ ନଜର ରଖିଛି ଭିଜିଲାନ୍ସ ବିଭାଗ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

25 Mar 2022 By The Sakala

ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଓ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଓ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ । ମାଲକାନଗିରି ଡିସିବି ବ୍ୟାଙ୍କରେ ଟଙ୍କା ଜମା କରିବା ସମୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଢ଼ାଉ କରାଯାଇ ୧୦ ଲକ୍ଷ ଟଙ୍କା ଜବତ ପରେ ତଦନ୍ତ ଜାରି ।

ସୂଚନା ଅନୁଯାୟୀ, ଆଜି ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାସ ପ୍ରାୟ ୧୦ ଲକ୍ଷ ଟଙ୍କା ଡିସିବି ବ୍ୟାଙ୍କରେ ଜମା କରୁଥିବା ବେଳେ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ କରାଯାଇଥିଲା । ଏହାପରେ ଶ୍ରୀ ଦାସଙ୍କ ଠାରୁ ସେହି ଟଙ୍କା ଜବତ କରିବା ସହ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ, ବାସଗୃହରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିଲେ । ତେବେ ବର୍ତ୍ତମାନ ମଧ୍ୟ ଏହି ଚଢ଼ାଉ ଜାରି ରହିଛି । ମାର୍ଚ୍ଚ ମାସରେ କିଛି ଠିକାଦାରଙ୍କୁ ବିଲ କରିଦେବା କଥା କହି ଏହି ଅର୍ଥ ପିସି ଆକାରରେ ନେଇଥିଲେ ବୋଲି ଜଣାପଡିଛି। ଗିରଫ ପରେ ତାଙ୍କର ଆୟ ବହିର୍ଭୂତ ସମ୍ପତି ଉପରେ ନଜର ରଖିଛି ଭିଜିଲାନ୍ସ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର