ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ

The Sakala Picture
Published On

ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି । ଚଳିତ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ଦିନରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ବିଲ ପାରିତ ହେବା ପରେ ରାଜ୍ୟ ସରକାର ଅର୍ଥ ଖର୍ଚ୍ଚ କରିବେ ବୋଲି ନିୟମ ରହିଛି । ୨୦୧୦ ପରଠାରୁ ରାଜ୍ୟର ଅଭିବୃଦ୍ଧି ହାର ବଢ଼ିଛି । ୨୦୨୨-୨୩ରେ […]

ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି । ଚଳିତ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ଦିନରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ବିଲ ପାରିତ ହେବା ପରେ ରାଜ୍ୟ ସରକାର ଅର୍ଥ ଖର୍ଚ୍ଚ କରିବେ ବୋଲି ନିୟମ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

୨୦୧୦ ପରଠାରୁ ରାଜ୍ୟର ଅଭିବୃଦ୍ଧି ହାର ବଢ଼ିଛି । ୨୦୨୨-୨୩ରେ ଅଭିବୃଦ୍ଧି ହାର ୮ରୁ ୮.୫ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି । ବଜେଟରେ 5T ଓ ମୋ ସରକାରକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ସେହିଭଳି ସ୍ୱାସ୍ଥ୍ୟ କ୍ଷେତ୍ରରେ BSKY ବିଶ୍ୱର ସବୁଠାରୁ ଭଲ ଯୋଜନା ହୋଇଥିବାବେଳେ ସ୍ୱାସ୍ଥ୍ୟ ବିଭାଗରେ ୨୫% ଅଧିକ ଅର୍ଥ ବ୍ୟୟବରାଦ ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

30 Jul 2022 By The Sakala

ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ

ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି । ଚଳିତ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ଦିନରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ବିଲ ପାରିତ ହେବା ପରେ ରାଜ୍ୟ ସରକାର ଅର୍ଥ ଖର୍ଚ୍ଚ କରିବେ ବୋଲି ନିୟମ ରହିଛି ।

୨୦୧୦ ପରଠାରୁ ରାଜ୍ୟର ଅଭିବୃଦ୍ଧି ହାର ବଢ଼ିଛି । ୨୦୨୨-୨୩ରେ ଅଭିବୃଦ୍ଧି ହାର ୮ରୁ ୮.୫ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି । ବଜେଟରେ 5T ଓ ମୋ ସରକାରକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ସେହିଭଳି ସ୍ୱାସ୍ଥ୍ୟ କ୍ଷେତ୍ରରେ BSKY ବିଶ୍ୱର ସବୁଠାରୁ ଭଲ ଯୋଜନା ହୋଇଥିବାବେଳେ ସ୍ୱାସ୍ଥ୍ୟ ବିଭାଗରେ ୨୫% ଅଧିକ ଅର୍ଥ ବ୍ୟୟବରାଦ ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ।

https://www.thesakala.in/latest-odisha-news/expenditure-bill-passed-in-odisha-assembly/article-13738
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର