ରାଜଧାନୀରୁ ନକଲି ସିବିଆଇ ଅଫିସର ଗିରଫ

The Sakala Picture
Published On

ଭୁବନେଶ୍ୱର: ସିବିଆଇ ଅଫିସର କହି ଠକୁଥିଲା ଲୋକଙ୍କୁ, ଏବେ ପୋଲିସ ହାତରେ ଧରାପଡିଲା । ସିବିଆଇ ଅଫିସରର ମିଥ୍ୟା ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ ତମାଣ୍ଡୋ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ନକଲି ସିବିଆଇ ଅଫିସର ହେଲେ ନିଖିଲ ସ୍ବାଇଁ। ସୂଚନା ମୁତାବକ ନିଖିଳ ଜଣେ ଭିନ୍ନକ୍ଷମ ବୋଲି ଜଣା ପଡ଼ିଛି । ଜଣେ ମୋବାଇଲ ଦୋକାନୀଙ୍କୁ ତାଙ୍କ ଝିଅର ଚିକିତ୍ସା କରାଇ ଦେବାକୁ କହି ୩୦ ହଜାର ଠକି […]

ଭୁବନେଶ୍ୱର: ସିବିଆଇ ଅଫିସର କହି ଠକୁଥିଲା ଲୋକଙ୍କୁ, ଏବେ ପୋଲିସ ହାତରେ ଧରାପଡିଲା । ସିବିଆଇ ଅଫିସରର ମିଥ୍ୟା ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ ତମାଣ୍ଡୋ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ନକଲି ସିବିଆଇ ଅଫିସର ହେଲେ ନିଖିଲ ସ୍ବାଇଁ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ସୂଚନା ମୁତାବକ ନିଖିଳ ଜଣେ ଭିନ୍ନକ୍ଷମ ବୋଲି ଜଣା ପଡ଼ିଛି । ଜଣେ ମୋବାଇଲ ଦୋକାନୀଙ୍କୁ ତାଙ୍କ ଝିଅର ଚିକିତ୍ସା କରାଇ ଦେବାକୁ କହି ୩୦ ହଜାର ଠକି ନେଇଥିଲା ଠକ । ବିଶେଷ କରି ଭଡା ଗାଡିରେ ଯାତାୟାତ କରୁଥିବା ଲୋକଙ୍କୁ ଟାର୍ଗେଟ କରୁଥିଲା ନିଖିଲ ସ୍ବାଇଁ । ଲୋକମାନଙ୍କୁ ସାହାଯ୍ୟ କରିବା କହି ଟଙ୍କା ମାଗୁଥିଲା। ପରବର୍ତ୍ତୀ ସମୟରେ ଏୟାରପୋର୍ଟ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ସେକ୍ରେଟେରିଏଟ ଚାକିରୀ ଦେବାକୁ କହି ୪୦ ହଜାର ଟଙ୍କା ଠକି ନେଇଥିଲା । ଏମିତି କିଛି ଅଭିଯୋଗ ପାଇବା ପରେ ପୋଲିସ ଛାନଭିନ ଆରମ୍ଭ କରିଥିଲା । ଶେଷରେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ତମାଣ୍ଡୋ ପୋଲିସ । ଗିରଫ ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

03 Mar 2022 By The Sakala

ରାଜଧାନୀରୁ ନକଲି ସିବିଆଇ ଅଫିସର ଗିରଫ

ଭୁବନେଶ୍ୱର: ସିବିଆଇ ଅଫିସର କହି ଠକୁଥିଲା ଲୋକଙ୍କୁ, ଏବେ ପୋଲିସ ହାତରେ ଧରାପଡିଲା । ସିବିଆଇ ଅଫିସରର ମିଥ୍ୟା ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ ତମାଣ୍ଡୋ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ନକଲି ସିବିଆଇ ଅଫିସର ହେଲେ ନିଖିଲ ସ୍ବାଇଁ।

ସୂଚନା ମୁତାବକ ନିଖିଳ ଜଣେ ଭିନ୍ନକ୍ଷମ ବୋଲି ଜଣା ପଡ଼ିଛି । ଜଣେ ମୋବାଇଲ ଦୋକାନୀଙ୍କୁ ତାଙ୍କ ଝିଅର ଚିକିତ୍ସା କରାଇ ଦେବାକୁ କହି ୩୦ ହଜାର ଠକି ନେଇଥିଲା ଠକ । ବିଶେଷ କରି ଭଡା ଗାଡିରେ ଯାତାୟାତ କରୁଥିବା ଲୋକଙ୍କୁ ଟାର୍ଗେଟ କରୁଥିଲା ନିଖିଲ ସ୍ବାଇଁ । ଲୋକମାନଙ୍କୁ ସାହାଯ୍ୟ କରିବା କହି ଟଙ୍କା ମାଗୁଥିଲା। ପରବର୍ତ୍ତୀ ସମୟରେ ଏୟାରପୋର୍ଟ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ସେକ୍ରେଟେରିଏଟ ଚାକିରୀ ଦେବାକୁ କହି ୪୦ ହଜାର ଟଙ୍କା ଠକି ନେଇଥିଲା । ଏମିତି କିଛି ଅଭିଯୋଗ ପାଇବା ପରେ ପୋଲିସ ଛାନଭିନ ଆରମ୍ଭ କରିଥିଲା । ଶେଷରେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ତମାଣ୍ଡୋ ପୋଲିସ । ଗିରଫ ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର