ପରଲୋକରେ ବିଶିଷ୍ଠ ଓଡିଆ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

The Sakala Picture
Published On

ଭୁବନେଶ୍ୱର: ବିଶିଷ୍ଠ ଓଡିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଓଡିଆ ସଙ୍ଗୀତ ଜଗତରେ ବେଶ ଲୋକପ୍ରିୟ ଥିଲେ ଶାନ୍ତିଲତା । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା । ହେଲେ ଦୀର୍ଘ ଦିନ ହେଲା ସେ ଗଳା […]

ଭୁବନେଶ୍ୱର: ବିଶିଷ୍ଠ ଓଡିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଓଡିଆ ସଙ୍ଗୀତ ଜଗତରେ ବେଶ ଲୋକପ୍ରିୟ ଥିଲେ ଶାନ୍ତିଲତା । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା । ହେଲେ ଦୀର୍ଘ ଦିନ ହେଲା ସେ ଗଳା କର୍କଟରେ ଆକ୍ରାନ୍ତ ହେଇ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ଶାନ୍ତିଲତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

01 Apr 2024 By The Sakala

ପରଲୋକରେ ବିଶିଷ୍ଠ ଓଡିଆ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ୱର: ବିଶିଷ୍ଠ ଓଡିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଓଡିଆ ସଙ୍ଗୀତ ଜଗତରେ ବେଶ ଲୋକପ୍ରିୟ ଥିଲେ ଶାନ୍ତିଲତା । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା । ହେଲେ ଦୀର୍ଘ ଦିନ ହେଲା ସେ ଗଳା କର୍କଟରେ ଆକ୍ରାନ୍ତ ହେଇ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ଶାନ୍ତିଲତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

https://www.thesakala.in/latest-odisha-news/famous-odia-bhajan-singer-santilata-barik-passes-away/article-31098
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର