ଝିଅକୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ

The Sakala Picture
Published On

ସୋର: ଝିଅ ଘରୁ ଫେରିବାବେଳେ ବାପାର ମୃତ୍ୟୁ । ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ । ସୂଚନା ଅନୁସାରେ ବାସୁଦେବପୁର ବାଲିମେଣ୍ଢ ଅଞ୍ଚଳର ସୁନୀଲ ବାରିକ ଝିଅର ସାବତ୍ରୀ ଭାର ଦେଇ ନିଜ ଘରକୁ ଫେରୁଥିବା ବେଳେ ଅନନ୍ତପୁର ବାଲିଛନ୍ଦା ଘାଟ ନିକଟରେ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା । ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ […]

ସୋର: ଝିଅ ଘରୁ ଫେରିବାବେଳେ ବାପାର ମୃତ୍ୟୁ । ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ । ସୂଚନା ଅନୁସାରେ ବାସୁଦେବପୁର ବାଲିମେଣ୍ଢ ଅଞ୍ଚଳର ସୁନୀଲ ବାରିକ ଝିଅର ସାବତ୍ରୀ ଭାର ଦେଇ ନିଜ ଘରକୁ ଫେରୁଥିବା ବେଳେ ଅନନ୍ତପୁର ବାଲିଛନ୍ଦା ଘାଟ ନିକଟରେ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା । ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ଅନନ୍ତପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଟ୍ରଲର ବୁଡ଼ି ୯ ମତ୍ସ୍ୟଜୀବୀଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

06 Jun 2024 By The Sakala

ଝିଅକୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ

ସୋର: ଝିଅ ଘରୁ ଫେରିବାବେଳେ ବାପାର ମୃତ୍ୟୁ । ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ । ସୂଚନା ଅନୁସାରେ ବାସୁଦେବପୁର ବାଲିମେଣ୍ଢ ଅଞ୍ଚଳର ସୁନୀଲ ବାରିକ ଝିଅର ସାବତ୍ରୀ ଭାର ଦେଇ ନିଜ ଘରକୁ ଫେରୁଥିବା ବେଳେ ଅନନ୍ତପୁର ବାଲିଛନ୍ଦା ଘାଟ ନିକଟରେ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା । ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ଅନନ୍ତପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର