ଜାଣନ୍ତୁ ନବନିର୍ବାଚିତ ୩ ନୂଆ ମନ୍ତ୍ରୀଙ୍କ ମଧ୍ୟରୁ କାହାକୁ ମିଳିଲା କେଉଁ ପଦ…

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି। ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି। ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି। ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନ […]

ଭୁବନେଶ୍ବର: ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି। ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି। ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି। ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

22 May 2023 By The Sakala

ଜାଣନ୍ତୁ ନବନିର୍ବାଚିତ ୩ ନୂଆ ମନ୍ତ୍ରୀଙ୍କ ମଧ୍ୟରୁ କାହାକୁ ମିଳିଲା କେଉଁ ପଦ…

ଭୁବନେଶ୍ବର: ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି। ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି। ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି। ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

https://www.thesakala.in/latest-odisha-news/find-out-which-of-the-three-newly-elected-ministers-got-which-post/article-21876
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର