ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ, ସଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ...

Deviprasad Mohanty Picture
Published On

ବାଲେଶ୍ଵର: ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ହସ୍ପିଟାଲର ହାଉସ କିପିଂ ରୁମରେ ନିଆଁ ଲାଗି ଯାଇଥିଲା। ଖବର ପାଇ ବାଲେଶ୍ଵର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ରୁମ ଭିତରେ କପଡ଼ା, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା। ତେବେ ସକାଳ ରୁମ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ। ପରେ ତୁରନ୍ତ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ତେବେ ସଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ତେବେ ନିଆଁରେ କୌଣସି ବଡ଼ କ୍ଷୟ କ୍ଷତିର ଅନୁମାନ ଜଣା ପଡିନାହିଁ।

ଆହୁରି ପଢ଼ନ୍ତୁ: ଉନ୍ନାଓ ମାମଲା: କୁଲଦୀପ ସେଙ୍ଗରଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା, ଜାମିନ ଆବେଦନ ଖାରଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp