ଅଷ୍ଟମୀରେ ତାରାତାରିଣୀ ପୀଠରେ ଅଘଟଣ, ଦୀପ ଗୃହରେ ଭୟଙ୍କର ଅଗ୍ନିକାଣ୍ଡ

The Sakala Picture
Published On

ବ୍ରହ୍ମପୁର: ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି । ଦୁଇଟି ଦୀପ ଘର […]

ବ୍ରହ୍ମପୁର: ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି । ଦୁଇଟି ଦୀପ ଘର ପୋଡିଯାଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ସୂଚନା ମୁତାବକ, ସକାଳୁ ସକାଳୁ ଶକ୍ତିପୀଠ ତାରାତାରିଣୀ ମନ୍ଦିରରେ ମହାମାୟାଙ୍କ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ଦୀପ ଗୃହରେ ରଖାଯାଇଥିବା ଦୀପରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ତେବେ ନବରାତ୍ରୀ ଚାଲିଥିବା ବେଳେ ଏପରି ଅଘଟଣକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧାଳୁ।  ମା’ଙ୍କ କୃପାରୁ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଥିଲେ ବି ପବିତ୍ର ଶକ୍ତିପୀଠରେ ଅଷ୍ଟମି ତିଥିରେ ନିଆଁ ଲାଗିବା ଆଦୌ ଶୁଭଙ୍କର ନୁହେଁ ବୋଲି ପଣ୍ଡିତମାନେ ଚିନ୍ତାପ୍ରକଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

12 Oct 2021 By The Sakala

ଅଷ୍ଟମୀରେ ତାରାତାରିଣୀ ପୀଠରେ ଅଘଟଣ, ଦୀପ ଗୃହରେ ଭୟଙ୍କର ଅଗ୍ନିକାଣ୍ଡ

ବ୍ରହ୍ମପୁର: ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି । ଦୁଇଟି ଦୀପ ଘର ପୋଡିଯାଇଥିବା ସୂଚନା ମିଳିଛି ।

ସୂଚନା ମୁତାବକ, ସକାଳୁ ସକାଳୁ ଶକ୍ତିପୀଠ ତାରାତାରିଣୀ ମନ୍ଦିରରେ ମହାମାୟାଙ୍କ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ଦୀପ ଗୃହରେ ରଖାଯାଇଥିବା ଦୀପରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ତେବେ ନବରାତ୍ରୀ ଚାଲିଥିବା ବେଳେ ଏପରି ଅଘଟଣକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧାଳୁ।  ମା’ଙ୍କ କୃପାରୁ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଥିଲେ ବି ପବିତ୍ର ଶକ୍ତିପୀଠରେ ଅଷ୍ଟମି ତିଥିରେ ନିଆଁ ଲାଗିବା ଆଦୌ ଶୁଭଙ୍କର ନୁହେଁ ବୋଲି ପଣ୍ଡିତମାନେ ଚିନ୍ତାପ୍ରକଟ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର