ବୁର୍ଲା ଏମସିଏଲର ଆନନ୍ଦ ବିହାର କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ନିଆଁରେ ପୋଡି ନଷ୍ଟ ହେଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ସମ୍ବଲପୁର: ବିଳମ୍ବିତ ରାତିରେ ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଆନନ୍ଦ ବିହାରସ୍ଥିତ ପାର୍କ ନିକଟରେ ଥିବା କମ୍ୟୁନିଟି ସେଣ୍ଟରରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା ଫଳରେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସବୁ ପୋଡି ଛାରଖାର ହୋଇଯାଇଛି ।

07 Aug 2021
By The Sakala

https://www.thesakala.in/latest-odisha-news/fire-breakout-at-mcl-club-house-in-burla/article-4429