ଭୟାବହ ଅଗ୍ନିକାଣ୍ଡ; ୪ ବଖରା ଘର ସହ ୪ ବାଇକ୍ ପୋଡି ପାଉଁଶ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ କୁକୁଡାଖଣ୍ଡି ବ୍ଲକ ଝାଡାଙ୍କୁଲି ଗାଁରେ ଶୁକ୍ରବାର ବିଳମ୍ବତ ରାତରେ  ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୪ ବଖରା ଘର ସହ ୪ଟି ବାଇକ ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଝାଡ଼ାଙ୍କୁଲି ଦକ୍ଷିଣ ସାହିରେ ଗତକାଲି ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁ ଲାଗି ଯାଇଥିଲା। ଫଳରେ ଲୋକ ଭୟରେ ବାହାରକୁ ଚାଲିଆସିଥିଲେ। ଦେଖୁଦେଖୁ ନିଆଁ ଏତେ ବଢ଼ିଯାଇଥିଲା ଯେ, ୪ଟି  ଛପର ଘର ପୂରା ପୋଡି […]

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ କୁକୁଡାଖଣ୍ଡି ବ୍ଲକ ଝାଡାଙ୍କୁଲି ଗାଁରେ ଶୁକ୍ରବାର ବିଳମ୍ବତ ରାତରେ  ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୪ ବଖରା ଘର ସହ ୪ଟି ବାଇକ ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ସୂଚନା ଅନୁଯାୟୀ, ଝାଡ଼ାଙ୍କୁଲି ଦକ୍ଷିଣ ସାହିରେ ଗତକାଲି ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁ ଲାଗି ଯାଇଥିଲା। ଫଳରେ ଲୋକ ଭୟରେ ବାହାରକୁ ଚାଲିଆସିଥିଲେ। ଦେଖୁଦେଖୁ ନିଆଁ ଏତେ ବଢ଼ିଯାଇଥିଲା ଯେ, ୪ଟି  ଛପର ଘର ପୂରା ପୋଡି ପାଉଁଶ ହେବା ସହ ପାଖରେ ଥିବା ୪ଟି ବାଇକ ମଧ୍ୟ ନଷ୍ଟ ହୋଇଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡ ଯୋଗୁଁ ୪ଟି ପରିବାର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ସେପଟେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡିନାହିଁ।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

27 Feb 2021 By The Sakala

ଭୟାବହ ଅଗ୍ନିକାଣ୍ଡ; ୪ ବଖରା ଘର ସହ ୪ ବାଇକ୍ ପୋଡି ପାଉଁଶ

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ କୁକୁଡାଖଣ୍ଡି ବ୍ଲକ ଝାଡାଙ୍କୁଲି ଗାଁରେ ଶୁକ୍ରବାର ବିଳମ୍ବତ ରାତରେ  ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୪ ବଖରା ଘର ସହ ୪ଟି ବାଇକ ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଝାଡ଼ାଙ୍କୁଲି ଦକ୍ଷିଣ ସାହିରେ ଗତକାଲି ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁ ଲାଗି ଯାଇଥିଲା। ଫଳରେ ଲୋକ ଭୟରେ ବାହାରକୁ ଚାଲିଆସିଥିଲେ। ଦେଖୁଦେଖୁ ନିଆଁ ଏତେ ବଢ଼ିଯାଇଥିଲା ଯେ, ୪ଟି  ଛପର ଘର ପୂରା ପୋଡି ପାଉଁଶ ହେବା ସହ ପାଖରେ ଥିବା ୪ଟି ବାଇକ ମଧ୍ୟ ନଷ୍ଟ ହୋଇଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡ ଯୋଗୁଁ ୪ଟି ପରିବାର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ସେପଟେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡିନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର