ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଫୁଲ ଓ ଗିଫ୍ଟ ଦୋକାନ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀର ରାମମନ୍ଦିର ଛକ ନିକଟରେ ସୋମବାର ସନ୍ଧ୍ଯାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଫୁଲ ଓ ଗିଫ୍ଟ ଦୋକାନ ଜଳିଯାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ଯ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର