ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ

The Sakala Picture
Published On

ବିଶାଖାପାଟଣା: ଫାଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିିଛି। ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବା ବେଳେ ଲାଗିଛି ନିଆଁ । ପାଗିଡ଼ିପାଲି-ବୋମାଇପାଲି ମଧ୍ୟରେ ନିଆଁ ଲାଗିଥିବା ସୂଚନା ।  ତେବେ ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ସୂଚନା। ନିଆଁ ଲାଗିବା ଦେଖି ଯାତ୍ରୀମାନେ ଓହ୍ଲାଇ ପଡ଼ିଛନ୍ତି। ଟ୍ରେନର ଏକାଧିକ ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଖବର ଅନୁଯାୟୀ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କେହି ମୃତାହାତ ହୋଇ ନାହାନ୍ତି। ନିଆଁ […]

ବିଶାଖାପାଟଣା: ଫାଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିିଛି। ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବା ବେଳେ ଲାଗିଛି ନିଆଁ । ପାଗିଡ଼ିପାଲି-ବୋମାଇପାଲି ମଧ୍ୟରେ ନିଆଁ ଲାଗିଥିବା ସୂଚନା ।  ତେବେ ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ସୂଚନା। ନିଆଁ ଲାଗିବା ଦେଖି ଯାତ୍ରୀମାନେ ଓହ୍ଲାଇ ପଡ଼ିଛନ୍ତି। ଟ୍ରେନର ଏକାଧିକ ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଖବର ଅନୁଯାୟୀ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କେହି ମୃତାହାତ ହୋଇ ନାହାନ୍ତି। ନିଆଁ ଲାଗିଥିବା ବଗିଗୁଡ଼ିକୁ ଟ୍ରେନଠାରୁ ଅଲଗା କରିଦିଆଯାଇଛି। ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଗନ୍ତବ୍ୟ ସ୍ଥଳକୁ ବସ ଯୋଗେ ପଠାଯାଉଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

07 Jul 2023 By The Sakala

ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ବିଶାଖାପାଟଣା: ଫାଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିିଛି। ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବା ବେଳେ ଲାଗିଛି ନିଆଁ । ପାଗିଡ଼ିପାଲି-ବୋମାଇପାଲି ମଧ୍ୟରେ ନିଆଁ ଲାଗିଥିବା ସୂଚନା ।  ତେବେ ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ସୂଚନା। ନିଆଁ ଲାଗିବା ଦେଖି ଯାତ୍ରୀମାନେ ଓହ୍ଲାଇ ପଡ଼ିଛନ୍ତି। ଟ୍ରେନର ଏକାଧିକ ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଖବର ଅନୁଯାୟୀ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କେହି ମୃତାହାତ ହୋଇ ନାହାନ୍ତି। ନିଆଁ ଲାଗିଥିବା ବଗିଗୁଡ଼ିକୁ ଟ୍ରେନଠାରୁ ଅଲଗା କରିଦିଆଯାଇଛି। ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଗନ୍ତବ୍ୟ ସ୍ଥଳକୁ ବସ ଯୋଗେ ପଠାଯାଉଛି।

https://www.thesakala.in/latest-odisha-news/fire-broke-out-on-three-coaches-of-falaknuma-express/article-23278
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର