ବ୍ରହ୍ମପୁର ବଡ଼ ମେଡିକାଲରେ ଅଗ୍ନିକାଣ୍ଡ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର MKCG ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ପ୍ଲାଷ୍ଟିକ୍ ସର୍ଜରୀ ୱାର୍ଡରେ ନିଆଁ ଲାଗିଥିବା ଜଣାପଡ଼ିଛି। ୱାର୍ଡରୁ ଧୂଆଁ ବାହାରିବାରୁ କିଛି ରୋଗୀ ବାହାରକୁ ଚାଲି ଆସିଥିଲେ। ଏହାପରେ ୨ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିୟନ୍ତ୍ରଣ ପାଇଁ ଅଗ୍ନିଶମ ବାହିନୀକୁ କଲେଜ ଅଧୀକ୍ଷକ ସୂଚନା ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପ୍ରାଥମିକ […]

ବ୍ରହ୍ମପୁର: ବ୍ରହ୍ମପୁର MKCG ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ପ୍ଲାଷ୍ଟିକ୍ ସର୍ଜରୀ ୱାର୍ଡରେ ନିଆଁ ଲାଗିଥିବା ଜଣାପଡ଼ିଛି। ୱାର୍ଡରୁ ଧୂଆଁ ବାହାରିବାରୁ କିଛି ରୋଗୀ ବାହାରକୁ ଚାଲି ଆସିଥିଲେ। ଏହାପରେ ୨ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିୟନ୍ତ୍ରଣ ପାଇଁ ଅଗ୍ନିଶମ ବାହିନୀକୁ କଲେଜ ଅଧୀକ୍ଷକ ସୂଚନା ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପ୍ରାଥମିକ ତଦନ୍ତରୁ ଆଗ୍ନିକାଣ୍ଡର କାରଣ ସର୍ଟସର୍କିଟ ଯୋଗୁଁ ହୋଇଥିବା ଆନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

26 Aug 2022 By The Sakala

ବ୍ରହ୍ମପୁର ବଡ଼ ମେଡିକାଲରେ ଅଗ୍ନିକାଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁର MKCG ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ପ୍ଲାଷ୍ଟିକ୍ ସର୍ଜରୀ ୱାର୍ଡରେ ନିଆଁ ଲାଗିଥିବା ଜଣାପଡ଼ିଛି। ୱାର୍ଡରୁ ଧୂଆଁ ବାହାରିବାରୁ କିଛି ରୋଗୀ ବାହାରକୁ ଚାଲି ଆସିଥିଲେ। ଏହାପରେ ୨ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିୟନ୍ତ୍ରଣ ପାଇଁ ଅଗ୍ନିଶମ ବାହିନୀକୁ କଲେଜ ଅଧୀକ୍ଷକ ସୂଚନା ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପ୍ରାଥମିକ ତଦନ୍ତରୁ ଆଗ୍ନିକାଣ୍ଡର କାରଣ ସର୍ଟସର୍କିଟ ଯୋଗୁଁ ହୋଇଥିବା ଆନୁମାନ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର