ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ବିଭିନ୍ନ ନଦୀର ଘାଟ ଜଗିବେ ସ୍ୱତନ୍ତ୍ର ଟିମ୍‌

The Sakala Picture
Published On

ଭୁବନେଶ୍ୱର: ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୋଣସି ଅଘଟଣ ନ ଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ହୋଲି ଦିନ ନଦୀ ଗାଧୁଆ ତୁଠରେ ଅଘଟଣ ରୋକିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ବିଶେଷକରି ଏବେ ୫ଟି ସ୍ଥାନକୁ ଚିହ୍ନଟ କରାଯାଇଛି। କୁଆଖାଇ, ଦୟା, ପୁରୀ କେନାଲ ଓ ବାଲିପାଟଣା ସାଇପନ ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିଛି। ଏହାସହିତ ଏମେର୍ଜେନ୍ସି ପାଇଁ ମଧ୍ୟ ଟିମ ପ୍ରସ୍ତୁତ ରହିଛି। […]

ଭୁବନେଶ୍ୱର: ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୋଣସି ଅଘଟଣ ନ ଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ହୋଲି ଦିନ ନଦୀ ଗାଧୁଆ ତୁଠରେ ଅଘଟଣ ରୋକିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ବିଶେଷକରି ଏବେ ୫ଟି ସ୍ଥାନକୁ ଚିହ୍ନଟ କରାଯାଇଛି। କୁଆଖାଇ, ଦୟା, ପୁରୀ କେନାଲ ଓ ବାଲିପାଟଣା ସାଇପନ ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିଛି। ଏହାସହିତ ଏମେର୍ଜେନ୍ସି ପାଇଁ ମଧ୍ୟ ଟିମ ପ୍ରସ୍ତୁତ ରହିଛି। ଲାଇଫ ବ୍ୟୟ, ଲାଇଫ ଜ୍ୟାକେଟ, ମେସିନ ରବର ବୋଟ, ରେସକ୍ୟୁ ଲାଇନ, ଅଣ୍ଡର ୱାଟର ବିଏ ସେଟ ଇତ୍ୟାଦି ପ୍ରସ୍ତୁତ ରଖାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର