କଟକ ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ
କଟକ: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ସକାଳୁ ସକାଳୁ ଦୋକାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥାନରେ ୪ଟି ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜିର ରଖିଛନ୍ତି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତଳ ମହଲାରେ ନିଆଁ ଲାଗିବା ପରେ ଉପର ମହଲାକୁ ବ୍ୟାପିଛି। ପ୍ରବଳ ଧୂଆଁ ନିର୍ଗତ ହେଉଥିବା ଚିତ୍ର ଦେଖିବାକୁ ମିଳିଛି। ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି […]
କଟକ: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ସକାଳୁ ସକାଳୁ ଦୋକାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥାନରେ ୪ଟି ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜିର ରଖିଛନ୍ତି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତଳ ମହଲାରେ ନିଆଁ ଲାଗିବା ପରେ ଉପର ମହଲାକୁ ବ୍ୟାପିଛି। ପ୍ରବଳ ଧୂଆଁ ନିର୍ଗତ ହେଉଥିବା ଚିତ୍ର ଦେଖିବାକୁ ମିଳିଛି। ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା।





