ଡେଲାଙ୍ଗ ପରିବା ହାଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପନିପରିବା

The Sakala Picture
Published On

ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ପରିବା ହାଟରେ ଭୟାବହ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ପନିପରିବା ସହ ଅନାନ୍ୟ ଜିନିଷ ଜଳିପୋଡି ପାଉଁଶ ହୋଇ ଯାଇଛି । ଗତକାଲି ବିଳମ୍ବିତ ରାତିରେ କେହି ଜଣେ ଦୃବୁତ୍ତ ନିଆଁ ଲଗାଇ ଦେଇଥିବା ବେଳେ ଖବରପାଇ ଘଟଣା ସ୍ଥଳରେ ପଂହଁଚି ନିଆଁକୁ ଆୟତ୍ତ କରିଥିଲା ଡେଲାଙ୍ଗ ଅଗ୍ନିଶମ ବାହିନୀ । କିନ୍ତୁ ସେତେବେଳକୁ ସବୁ ଜଳି ପୋଡି ପାଉଁଶ ହୋଇ ଯାଇଥିଲା । ତେବେ ଏହି ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ […]

ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ପରିବା ହାଟରେ ଭୟାବହ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ପନିପରିବା ସହ ଅନାନ୍ୟ ଜିନିଷ ଜଳିପୋଡି ପାଉଁଶ ହୋଇ ଯାଇଛି । ଗତକାଲି ବିଳମ୍ବିତ ରାତିରେ କେହି ଜଣେ ଦୃବୁତ୍ତ ନିଆଁ ଲଗାଇ ଦେଇଥିବା ବେଳେ ଖବରପାଇ ଘଟଣା ସ୍ଥଳରେ ପଂହଁଚି ନିଆଁକୁ ଆୟତ୍ତ କରିଥିଲା ଡେଲାଙ୍ଗ ଅଗ୍ନିଶମ ବାହିନୀ । କିନ୍ତୁ ସେତେବେଳକୁ ସବୁ ଜଳି ପୋଡି ପାଉଁଶ ହୋଇ ଯାଇଥିଲା । ତେବେ ଏହି ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାରର ପନିପରିବା ସହ ଅନାନ୍ୟ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇ ଯାଇଥିବା ସୂଚନା ମିଳିଛି । ଡେଲାଙ୍ଗ ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଲାଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର