ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ; ୩ ଯବାନ ସହିଦ, ୨ ଜଣ ଗୁରୁତର

The Sakala Picture
Published On

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ଗୁଳିରେ ୩ ଯବାନ ସହିଦ ହୋଇଥିବା ନେଇ ସୂଚନା ମିଳିଛି । ଗୁଳିମାଡରେ ୨ଜଣ ଯବାନ ଗୁରୁତର ମଧ୍ୟ ହୋଇଛନ୍ତି । ମାଓବାଦୀଙ୍କ ଆମ୍ବୁସରେ ଯବାନମାନେ ଫସି ଯାଇଥିବା ଜଣାପଡିଛି । ସହିଦ ହୋଇଥିବା ୩ ଜଣ ଯବାନଙ୍କ ନାମ ଏଏସ୍‌ଆଇ ରଘୁରାମ ଦାସ, କନେଷ୍ଟବଳ କୁଞ୍ଜମ ଯୋଗା, ଭଞ୍ଜାମା ଭୀମା ବୋଲି ଜଣାପଡିଛି । କୁନ୍ଦେର ଓ ଜାଗରମୁଣ୍ଡା ଜଙ୍ଗଲରେ ଏବେବି ସର୍ଚ୍ଚ […]

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ଗୁଳିରେ ୩ ଯବାନ ସହିଦ ହୋଇଥିବା ନେଇ ସୂଚନା ମିଳିଛି । ଗୁଳିମାଡରେ ୨ଜଣ ଯବାନ ଗୁରୁତର ମଧ୍ୟ ହୋଇଛନ୍ତି । ମାଓବାଦୀଙ୍କ ଆମ୍ବୁସରେ ଯବାନମାନେ ଫସି ଯାଇଥିବା ଜଣାପଡିଛି । ସହିଦ ହୋଇଥିବା ୩ ଜଣ ଯବାନଙ୍କ ନାମ ଏଏସ୍‌ଆଇ ରଘୁରାମ ଦାସ, କନେଷ୍ଟବଳ କୁଞ୍ଜମ ଯୋଗା, ଭଞ୍ଜାମା ଭୀମା ବୋଲି ଜଣାପଡିଛି । କୁନ୍ଦେର ଓ ଜାଗରମୁଣ୍ଡା ଜଙ୍ଗଲରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା । ସୂଚନା ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଏହି ସର୍ଚ୍ଚ ଅପରେସନ ସମୟରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲା । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ମାଓବାଦୀଙ୍କ ଗୁଳିରେ ୩ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

25 Feb 2023 By The Sakala

ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ; ୩ ଯବାନ ସହିଦ, ୨ ଜଣ ଗୁରୁତର

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ଗୁଳିରେ ୩ ଯବାନ ସହିଦ ହୋଇଥିବା ନେଇ ସୂଚନା ମିଳିଛି । ଗୁଳିମାଡରେ ୨ଜଣ ଯବାନ ଗୁରୁତର ମଧ୍ୟ ହୋଇଛନ୍ତି । ମାଓବାଦୀଙ୍କ ଆମ୍ବୁସରେ ଯବାନମାନେ ଫସି ଯାଇଥିବା ଜଣାପଡିଛି । ସହିଦ ହୋଇଥିବା ୩ ଜଣ ଯବାନଙ୍କ ନାମ ଏଏସ୍‌ଆଇ ରଘୁରାମ ଦାସ, କନେଷ୍ଟବଳ କୁଞ୍ଜମ ଯୋଗା, ଭଞ୍ଜାମା ଭୀମା ବୋଲି ଜଣାପଡିଛି । କୁନ୍ଦେର ଓ ଜାଗରମୁଣ୍ଡା ଜଙ୍ଗଲରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।

ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା । ସୂଚନା ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଏହି ସର୍ଚ୍ଚ ଅପରେସନ ସମୟରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲା । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ମାଓବାଦୀଙ୍କ ଗୁଳିରେ ୩ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର