ରାଜଧାନୀରେ ଚଳିତବର୍ଷର ପ୍ରଥମ ଜୀବନ ନେଲା ଡେଙ୍ଗୁ ! ୭ ବର୍ଷ ବାଳିକାର ମୃତ୍ୟୁ ଅଭିଯୋଗ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ରାଜଧାନୀ ଜାଗମରାସ୍ଥିତ ଧର୍ମବିହାର ଅଞ୍ଚଳର ୬୩ ନମ୍ବର ୱାର୍ଡର ଜଣେ ୭ ବର୍ଷୀୟ ଶିଶୁକନ୍ୟାର ମୃତ୍ୟୁ ଘଟିଛି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କର ମୃତ୍ୟୁ ହୋଇଛି । ଡେଙ୍ଗୁରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ବେଳେ ପୁରୁଣା ଭୁବନେଶ୍ୱର, ନୟାପଲ୍ଲୀ, ଖଣ୍ଡଗିରି, ଧର୍ମବିହାର ଭଳି […]

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ରାଜଧାନୀ ଜାଗମରାସ୍ଥିତ ଧର୍ମବିହାର ଅଞ୍ଚଳର ୬୩ ନମ୍ବର ୱାର୍ଡର ଜଣେ ୭ ବର୍ଷୀୟ ଶିଶୁକନ୍ୟାର ମୃତ୍ୟୁ ଘଟିଛି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କର ମୃତ୍ୟୁ ହୋଇଛି । ଡେଙ୍ଗୁରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ବେଳେ ପୁରୁଣା ଭୁବନେଶ୍ୱର, ନୟାପଲ୍ଲୀ, ଖଣ୍ଡଗିରି, ଧର୍ମବିହାର ଭଳି ଅଞ୍ଚଳରେ ଅଧିକ ବ୍ୟାପିଥିବା ଅଭିଯୋଗ ହୋଇଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ରାଜଧାନୀରେ ଚଳିତ ବର୍ଷ ଏହା ଡେଙ୍ଗୁଜନିତ ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି । ରାଜଧାନୀରେ ଡେଙ୍ଗୁ ଏବେ ଡେଇଁବାରେ ଲାଗିଛି । ଏବେ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି । ଅନ୍ୟପଟେ ଡେଙ୍ଗୁରୁ ନିଜକୁ ରକ୍ଷା କରିବା ପାଇଁ ବିଏମ୍‌ସି ଏବଂ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ସହ ଅନେକ ପଦକ୍ଷେପ ନିଆଯାଉଛି । ଖାସ୍‌ କରି ବିଭିନ୍ନ ସ୍ଥାନରେ କିପରି ପାଣି ଜମିକି ନରହିବ, ସଫା ସୁତରା ରଖିବା ଆଦି ଦିଗ ଉପରେ ଧ୍ୟାନ୍‌ ଦେବାକୁ ବିଏମ୍‌ସି ଓ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

23 Jul 2023 By The Sakala

ରାଜଧାନୀରେ ଚଳିତବର୍ଷର ପ୍ରଥମ ଜୀବନ ନେଲା ଡେଙ୍ଗୁ ! ୭ ବର୍ଷ ବାଳିକାର ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ରାଜଧାନୀ ଜାଗମରାସ୍ଥିତ ଧର୍ମବିହାର ଅଞ୍ଚଳର ୬୩ ନମ୍ବର ୱାର୍ଡର ଜଣେ ୭ ବର୍ଷୀୟ ଶିଶୁକନ୍ୟାର ମୃତ୍ୟୁ ଘଟିଛି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କର ମୃତ୍ୟୁ ହୋଇଛି । ଡେଙ୍ଗୁରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ବେଳେ ପୁରୁଣା ଭୁବନେଶ୍ୱର, ନୟାପଲ୍ଲୀ, ଖଣ୍ଡଗିରି, ଧର୍ମବିହାର ଭଳି ଅଞ୍ଚଳରେ ଅଧିକ ବ୍ୟାପିଥିବା ଅଭିଯୋଗ ହୋଇଛି ।

ରାଜଧାନୀରେ ଚଳିତ ବର୍ଷ ଏହା ଡେଙ୍ଗୁଜନିତ ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି । ରାଜଧାନୀରେ ଡେଙ୍ଗୁ ଏବେ ଡେଇଁବାରେ ଲାଗିଛି । ଏବେ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି । ଅନ୍ୟପଟେ ଡେଙ୍ଗୁରୁ ନିଜକୁ ରକ୍ଷା କରିବା ପାଇଁ ବିଏମ୍‌ସି ଏବଂ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ସହ ଅନେକ ପଦକ୍ଷେପ ନିଆଯାଉଛି । ଖାସ୍‌ କରି ବିଭିନ୍ନ ସ୍ଥାନରେ କିପରି ପାଣି ଜମିକି ନରହିବ, ସଫା ସୁତରା ରଖିବା ଆଦି ଦିଗ ଉପରେ ଧ୍ୟାନ୍‌ ଦେବାକୁ ବିଏମ୍‌ସି ଓ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

https://www.thesakala.in/latest-odisha-news/first-death-in-dengu-this-year-in-bhubaneswar/article-23752
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର