ମନୋରଞ୍ଜନ

ହିରୋଙ୍କ ପାଇଁ ଅଭିଜ୍ଞତା, ହିରୋଇନଙ୍କ ପାଇଁ ସମସ୍ୟା! ବଲିଉଡର ଦ୍ୱିମୁଖୀ ନୀତି ଉପରେ ବର୍ଷିଲେ ଈଶା କୋପିକର
ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ

ଭଟ୍ଟାରିକା ମନ୍ଦିର ବେଢ଼ାରେ ପସିଲା ମହାନଦୀର ପ୍ରଥମ ବନ୍ୟାଜଳ

The Sakala Picture
Published On

ବଡମ୍ବା : କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗୋଟ ଖୋଲାଥିବା ହେତୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ବେଢାକୁ ଛୁଇଁଛି ତଥାପି ମାଙ୍କୁ ଜଳାସାୟୀ କରିପାରିନି। ସକାଳ ଠାରୁ ବନ୍ୟାଜଳ ବଢିବାରେ ଲାଗିଛି। ବନ୍ୟାଜଳ ମାଙ୍କୁ ଜଳାସାୟୀ କରିବାକୁ ହେଲେ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି। ଯଦି […]

ବଡମ୍ବା : କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗୋଟ ଖୋଲାଥିବା ହେତୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ବେଢାକୁ ଛୁଇଁଛି ତଥାପି ମାଙ୍କୁ ଜଳାସାୟୀ କରିପାରିନି। ସକାଳ ଠାରୁ ବନ୍ୟାଜଳ ବଢିବାରେ ଲାଗିଛି। ବନ୍ୟାଜଳ ମାଙ୍କୁ ଜଳାସାୟୀ କରିବାକୁ ହେଲେ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି।

ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ। ସେଥିପାଇଁ ମାଙ୍କ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି।ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ସେପଟେ ବନ୍ୟାପାଣି ଭଟ୍ଟାରିକା ମନ୍ଦିର ବେଢ଼ା ଛୁଇଁବା ପରେ ବ୍ୟାନର୍ ଲଗାଇ ଲୋକଙ୍କୁ ସତର୍କ କରିଛି ଦେବତ୍ତୋର ବିଭାଗ । ମନ୍ଦିର ଅଞ୍ଚଳକୁ ନଆସିବାକୁ ଲୋକଙ୍କୁ କରାଗଲା ସତର୍କ କରାଯାଇଛି।ବନ୍ୟାପାଣି ଡେଇଁବା ପରେ ଘଟଣାସ୍ଥଳରେ ପୁଲିସ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି।

08 Jul 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର