ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ

The Sakala Picture
Published On

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ ଓ ରେଳସେବା, ଡ୍ରେନେଜ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ […]

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ ଓ ରେଳସେବା, ଡ୍ରେନେଜ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି ଓ ଟାର୍ଗେଟ ସମୟ ମଧ୍ୟରେ କାର୍ଯ୍ୟ କିଭଳି ଠିକ୍ ଭାବେ ସମ୍ପାଦନ କରିବେ, ସେ ସମ୍ପର୍କରେ ଆଲୋଚନା କରାଯାଉଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

30 Mar 2024 By The Sakala

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ ଓ ରେଳସେବା, ଡ୍ରେନେଜ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି ଓ ଟାର୍ଗେଟ ସମୟ ମଧ୍ୟରେ କାର୍ଯ୍ୟ କିଭଳି ଠିକ୍ ଭାବେ ସମ୍ପାଦନ କରିବେ, ସେ ସମ୍ପର୍କରେ ଆଲୋଚନା କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର