ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଏହାରି ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ଡ଼ିଗ୍ରୀ ଛୁଇଁଛି ତାତି । ଟିଟଲାଗଡ,ବଲାଙ୍ଗୀର,ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡରେ ଆଜି ୪୦ଡ଼ିଗ୍ରୀ ଛୁଇଁଛି ସର୍ବୋଚ୍ଚ ଦିନ ତାପମାତ୍ରା । ଏ ନେଇ ଆଞ୍ଚଳିକ ପାଣିପାଗବି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରାରେ ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା ସୃଷ୍ଟି ହୋଇଛି।
ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ପାଇଁ ୪୦ଡ଼ିଗ୍ରୀ ଛୁଇଁଲା ତାତି
ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଏହାରି ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ଡ଼ିଗ୍ରୀ ଛୁଇଁଛି ତାତି । ଟିଟଲାଗଡ,ବଲାଙ୍ଗୀର,ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡରେ ଆଜି ୪୦ଡ଼ିଗ୍ରୀ ଛୁଇଁଛି ସର୍ବୋଚ୍ଚ ଦିନ ତାପମାତ୍ରା । ଏ ନେଇ ଆଞ୍ଚଳିକ ପାଣିପାଗବି କେନ୍ଦ୍ର ପକ୍ଷରୁ ସୂଚନା […]