ଏପ୍ରିଲ ୨ରେ ଆସିବ ପ୍ରଥମରୁ ନବମ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ସମସ୍ତ […]

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ ଯେପରି ଉପସ୍ଥିତ ରହିବେ ସେନେଇ ସମସ୍ତଙ୍କୁ ପ୍ରଧାନ ଶିକ୍ଷକମାନେ ଅବଗତ କରିବେ। ବିଦ୍ୟାଳୟରେ ପରୀକ୍ଷା ଫଳ ପ୍ରଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ନ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମର ଫ୍ଲାଗସିପ୍ କାର୍ଯ୍ୟକ୍ରମ ‘ପ୍ରକଳ୍ପ ସଖୀ’

29 Mar 2024 By The Sakala

ଏପ୍ରିଲ ୨ରେ ଆସିବ ପ୍ରଥମରୁ ନବମ ପରୀକ୍ଷା ଫଳ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ ଯେପରି ଉପସ୍ଥିତ ରହିବେ ସେନେଇ ସମସ୍ତଙ୍କୁ ପ୍ରଧାନ ଶିକ୍ଷକମାନେ ଅବଗତ କରିବେ। ବିଦ୍ୟାଳୟରେ ପରୀକ୍ଷା ଫଳ ପ୍ରଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ନ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର