ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ

The Sakala Picture
Published On

ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ […]

ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।

ଆହୁରି ପଢ଼ନ୍ତୁ: ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୬ ହାର୍ଡକୋର ମାଓବାଦୀ; ୪ ଜଣ ଓଡ଼ିଶାରେ ଥିଲେ ସକ୍ରିୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର