ବଢ଼ୁଛି ହୀରାକୁଦ ଡ୍ୟାମର ଜଳସ୍ତର: ଖୋଲିଲା ଆଉ ୫ଟି ଗେଟ୍‌, ମୋଟ୍ ୧୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

The Sakala Picture
Published On

ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରେ ଲାଗିଛି । ଆଜି ହୀରାକୁଦରେ ଖୋଲିଛି ଆଉ ୫ଟି ଗେଟ୍ । ବର୍ତ୍ତମାନ ମୋଟ ୧୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଏବଂ ଡାହାଣ ପାର୍ଶ୍ବରେ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୦.୫୮ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ […]

ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରେ ଲାଗିଛି । ଆଜି ହୀରାକୁଦରେ ଖୋଲିଛି ଆଉ ୫ଟି ଗେଟ୍ । ବର୍ତ୍ତମାନ ମୋଟ ୧୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଏବଂ ଡାହାଣ ପାର୍ଶ୍ବରେ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୦.୫୮ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୮୮ ହଜାର ୭୩୫ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିଭଲି ୨ ଲକ୍ଷ ୨୩ ହଜାର ୬୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଗତକାଲି ଦୁଇଟି ପର୍ଯ୍ୟାୟରେ ଖୋଲିଥିଲା ୧୦ଟି ଗେଟ୍‌ । ମହାନଦୀର ତଳମୁଣ୍ଡରେ ବନ୍ୟା ବିପଦ ଟଳିଥିବା ବେଳେ ଉପରମୁଣ୍ଡରେ ଓଡ଼ିଶାର ଟେନସନ୍‌ ବଢାଇଛି ଛତିଶଗଡ଼ । ଛତିଶଗଡ଼ରେ ଗତ ଦୁଇଦିନ ଧରି ହୋଇଥିବା ପ୍ରବଳ ବର୍ଷା ଯୋଗୁଁ ସୀମା ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

05 Aug 2023 By The Sakala

ବଢ଼ୁଛି ହୀରାକୁଦ ଡ୍ୟାମର ଜଳସ୍ତର: ଖୋଲିଲା ଆଉ ୫ଟି ଗେଟ୍‌, ମୋଟ୍ ୧୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରେ ଲାଗିଛି । ଆଜି ହୀରାକୁଦରେ ଖୋଲିଛି ଆଉ ୫ଟି ଗେଟ୍ । ବର୍ତ୍ତମାନ ମୋଟ ୧୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଏବଂ ଡାହାଣ ପାର୍ଶ୍ବରେ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୦.୫୮ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୮୮ ହଜାର ୭୩୫ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିଭଲି ୨ ଲକ୍ଷ ୨୩ ହଜାର ୬୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଗତକାଲି ଦୁଇଟି ପର୍ଯ୍ୟାୟରେ ଖୋଲିଥିଲା ୧୦ଟି ଗେଟ୍‌ । ମହାନଦୀର ତଳମୁଣ୍ଡରେ ବନ୍ୟା ବିପଦ ଟଳିଥିବା ବେଳେ ଉପରମୁଣ୍ଡରେ ଓଡ଼ିଶାର ଟେନସନ୍‌ ବଢାଇଛି ଛତିଶଗଡ଼ । ଛତିଶଗଡ଼ରେ ଗତ ଦୁଇଦିନ ଧରି ହୋଇଥିବା ପ୍ରବଳ ବର୍ଷା ଯୋଗୁଁ ସୀମା ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।

https://www.thesakala.in/latest-odisha-news/five-more-gates-of-hirakud-dam-opened-flood-water-is-drained-through-17-gates/article-24152
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର