ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

The Sakala Picture
Published On

ଭୁବନେଶ୍ବର: ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ଏ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି । ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ […]

ଭୁବନେଶ୍ବର: ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ଏ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ନିର୍ବାଚନ ପ୍ରେମରେ ଓଡ଼ିଆ ଅସ୍ମିତାକୁ ରାସ୍ତାକୁ ଫିଙ୍ଗି ଦେଲେ ରାଜ୍ୟ ସରକାର

ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ଯାୟରେ ପହଞ୍ଚିଛି ।  ଏଥିଲାଗି ଦୁଇଟି ଏୟାର ଷ୍ଟ୍ରିପ୍ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍କୁଲ ପିଲାଙ୍କୁ ପୋଷାକ ଯୋଗାଇବେ ପୁରୁଣା ଏଜେନ୍ସି, ୨୭ ତାରିଖ ସୁଦ୍ଧା ହେବ ବଣ୍ଟନ

06 Aug 2021 By The Sakala

ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

ଭୁବନେଶ୍ବର: ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ଏ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ।

ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ଯାୟରେ ପହଞ୍ଚିଛି ।  ଏଥିଲାଗି ଦୁଇଟି ଏୟାର ଷ୍ଟ୍ରିପ୍ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର