ଗିରଫ ହେଲେ ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲୀପ ଘୋଷ

The Sakala Picture
Published On

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ।  ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୁଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଭୟଙ୍କୁ  ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

14 Jul 2025 By The Sakala

ଗିରଫ ହେଲେ ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲୀପ ଘୋଷ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ।  ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୁଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଭୟଙ୍କୁ  ଗିରଫ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର