ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୁଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଭୟଙ୍କୁ ଗିରଫ କରାଯାଇଛି।
ଗିରଫ ହେଲେ ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲୀପ ଘୋଷ