ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଦେଶରେ ଶୀର୍ଷ ସ୍ଥାନରେ ଓଡ଼ିଶା

The Sakala Picture
Published On

ଭୁବନେଶ୍ବର: ପୁଣି ଓଡିଶାକୁ ଆଉ ଏକ ସଫଳତା । ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡ଼ିଶା ଦେଶରେ ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ରହିଛି । ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଘୋଷଣା କରିଛନ୍ତି । ସାରା ଦେଶରେ ଓଡ଼ିଶା ପ୍ରଦର୍ଶନ ସବୁଠୁ ଭଲ । ଉପଭୋକ୍ତା ବ୍ୟାପାର ଏବଂ ଖାଦ୍ୟ […]

ଭୁବନେଶ୍ବର: ପୁଣି ଓଡିଶାକୁ ଆଉ ଏକ ସଫଳତା । ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡ଼ିଶା ଦେଶରେ ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ରହିଛି । ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଘୋଷଣା କରିଛନ୍ତି । ସାରା ଦେଶରେ ଓଡ଼ିଶା ପ୍ରଦର୍ଶନ ସବୁଠୁ ଭଲ । ଉପଭୋକ୍ତା ବ୍ୟାପାର ଏବଂ ଖାଦ୍ୟ ଏବଂ ସର୍ବସାଧାରଣ ବିତରଣ ମନ୍ତ୍ରୀ ପିୟୁଷ ଗୋଏଲ ଏନେଇ ଆଜି ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ନବୀନଙ୍କୁ ଭେଟିଲେ ରଘୁନାଥପୁର ଓ ଆନନ୍ଦପୁର ବିଜେଡି ଜନପ୍ରତିନିଧି

ସେ ଟ୍ୱିଟ କରି କହିଛନ୍ତି, ଖାଦ୍ୟ ଏବଂ ପୋଷଣ ସୁରକ୍ଷା ଉପରେ ଆୟୋଜିତ ରାଷ୍ଟ୍ରୀୟ କନଫରେନ୍ସକୁ ସମ୍ବୋଧିତ କଲି ଏବଂ ପ୍ରଥମ ଥର ଏନଏଫଏସଏ ଆଧାରିତ ଷ୍ଟେଟ ରାଙ୍କିଂ ଜାରି କରିଛି, ଯେଉଁଥିରେ ଓଡିଶା ପ୍ରଥମ ସ୍ଥାନରେ ରହିଛି । ସେହିପରି ଉତ୍ତରପ୍ରଦେଶ ଦ୍ୱିତୀୟ ସ୍ଥାନରେ ରହିଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା: ତିନିରଥର ୧୦ ଚକ ନିର୍ମାଣ ଶେଷ, ରଥ ନିର୍ମାଣ ତଦାରଖ କଲେ କମିଟି ସଦସ୍ୟ

ଓଡିଶାର ଏହି ସଫଳତା ପାଇଁ ସବୁଆଡୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଦୁଇ ଦଶନ୍ଧି ତଳେ ଓଡିଶା ଗରିବ ରାଜ୍ୟ ତାଲିକାରେ ଶୀର୍ଷରେ ରହୁଥିଲା । ହେଲେ ଆଜିର ସଫଳତା ସମସ୍ତ ଓଡିଆ ବାସୀଙ୍କ ପାଇଁ ଗର୍ବର ବିଷୟ। ଏକ ନିଅଣ୍ଟିଆ ରାଜ୍ୟରୁ ଆଜି ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅଗ୍ରଗତି କରି ଶୀର୍ଷରେ ପହଞ୍ଚିବାର ଯାତ୍ରାକୁ ସମସ୍ତେ ପ୍ରଶଂସା କରିଛନ୍ତି ।

05 Jul 2022 By The Sakala

ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଦେଶରେ ଶୀର୍ଷ ସ୍ଥାନରେ ଓଡ଼ିଶା

ଭୁବନେଶ୍ବର: ପୁଣି ଓଡିଶାକୁ ଆଉ ଏକ ସଫଳତା । ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡ଼ିଶା ଦେଶରେ ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ରହିଛି । ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଘୋଷଣା କରିଛନ୍ତି । ସାରା ଦେଶରେ ଓଡ଼ିଶା ପ୍ରଦର୍ଶନ ସବୁଠୁ ଭଲ । ଉପଭୋକ୍ତା ବ୍ୟାପାର ଏବଂ ଖାଦ୍ୟ ଏବଂ ସର୍ବସାଧାରଣ ବିତରଣ ମନ୍ତ୍ରୀ ପିୟୁଷ ଗୋଏଲ ଏନେଇ ଆଜି ସୂଚନା ଦେଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି, ଖାଦ୍ୟ ଏବଂ ପୋଷଣ ସୁରକ୍ଷା ଉପରେ ଆୟୋଜିତ ରାଷ୍ଟ୍ରୀୟ କନଫରେନ୍ସକୁ ସମ୍ବୋଧିତ କଲି ଏବଂ ପ୍ରଥମ ଥର ଏନଏଫଏସଏ ଆଧାରିତ ଷ୍ଟେଟ ରାଙ୍କିଂ ଜାରି କରିଛି, ଯେଉଁଥିରେ ଓଡିଶା ପ୍ରଥମ ସ୍ଥାନରେ ରହିଛି । ସେହିପରି ଉତ୍ତରପ୍ରଦେଶ ଦ୍ୱିତୀୟ ସ୍ଥାନରେ ରହିଛି।

ଓଡିଶାର ଏହି ସଫଳତା ପାଇଁ ସବୁଆଡୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଦୁଇ ଦଶନ୍ଧି ତଳେ ଓଡିଶା ଗରିବ ରାଜ୍ୟ ତାଲିକାରେ ଶୀର୍ଷରେ ରହୁଥିଲା । ହେଲେ ଆଜିର ସଫଳତା ସମସ୍ତ ଓଡିଆ ବାସୀଙ୍କ ପାଇଁ ଗର୍ବର ବିଷୟ। ଏକ ନିଅଣ୍ଟିଆ ରାଜ୍ୟରୁ ଆଜି ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅଗ୍ରଗତି କରି ଶୀର୍ଷରେ ପହଞ୍ଚିବାର ଯାତ୍ରାକୁ ସମସ୍ତେ ପ୍ରଶଂସା କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର