ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର; ଆଉ ୩ ମାସ ମିଳିବ ମାଗଣା ଚାଉଳ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ମାସିକ ମୁଣ୍ଡପିଛା ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଏହି ତିନି ମାସ ପାଇଁ ହିତାଧିକାରୀମାନେ ମୁଣ୍ଡପିଛା ମାସକୁ ୫ କେ.ଜି […]

ଭୁବନେଶ୍ବର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ମାସିକ ମୁଣ୍ଡପିଛା ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଏହି ତିନି ମାସ ପାଇଁ ହିତାଧିକାରୀମାନେ ମୁଣ୍ଡପିଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

01 Oct 2022 By The Sakala

ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର; ଆଉ ୩ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ବର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ମାସିକ ମୁଣ୍ଡପିଛା ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଏହି ତିନି ମାସ ପାଇଁ ହିତାଧିକାରୀମାନେ ମୁଣ୍ଡପିଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର