ରଜ ପାଇଁ ଆଜିଠୁ ଟ୍ବିନ ସିଟିରେ ପୁଲିସର ସ୍ପେଶାଲ ଡ୍ରାଇଭ: ଦୋକାନୀଙ୍କୁ ପୁଲିସ କମିଶନରଙ୍କ କଡ଼ା ଚେତାବନୀ, ଉଲଙ୍ଘନ କଲେ ଦୋକାନ ସିଲ ଶହ ଦୋକାନୀ ହେବେ ଗିରଫ

The Sakala Picture
Published On

ଭୁବନେଶ୍ୱର: ଟ୍ବିନ ସିଟିରେ ରଜ ପାଇଁ କଟକଣାକୁ କଡ଼କଡ଼ି କରାଯାଇଛି। ନିୟମ ନମାନିଲେ ଦୃଢ଼ କାର୍ଯ୍ଯାନୁଷ୍ଠାନର ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ରଜ ପାଇଁ ଆଜିଠୁ ପୁଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ କରାଯାଇଥିବା ସେ କହିଛନ୍ତି । ଅନ୍ୟପଟେ କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ତାକୁ ସିଲ୍ କରାଯିବ।  ଆବଶ୍ୟକ ପଡ଼ିଲେ ଦୋକାନୀଙ୍କୁ ଗିରଫ କରାଯିବ ବୋଲି ପୁଲିସ କମିଶନର କହିଛନ୍ତି। କୋଭିଡ ନିୟମ ପାଳନ କରି ରଜ ପାଳନ କରିବାକୁ […]

ଭୁବନେଶ୍ୱର: ଟ୍ବିନ ସିଟିରେ ରଜ ପାଇଁ କଟକଣାକୁ କଡ଼କଡ଼ି କରାଯାଇଛି। ନିୟମ ନମାନିଲେ ଦୃଢ଼ କାର୍ଯ୍ଯାନୁଷ୍ଠାନର ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ରଜ ପାଇଁ ଆଜିଠୁ ପୁଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ କରାଯାଇଥିବା ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା କ୍ରସ ଭୋଟିଂ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା ବିଜେଡି, ୮ ବିଧାୟକଙ୍କ ସଦସ୍ୟତା ରଦ୍ଦ ଲାଗି ପିଟିସନ୍

ଅନ୍ୟପଟେ କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ତାକୁ ସିଲ୍ କରାଯିବ।  ଆବଶ୍ୟକ ପଡ଼ିଲେ ଦୋକାନୀଙ୍କୁ ଗିରଫ କରାଯିବ ବୋଲି ପୁଲିସ କମିଶନର କହିଛନ୍ତି। କୋଭିଡ ନିୟମ ପାଳନ କରି ରଜ ପାଳନ କରିବାକୁ ସେ ଟ୍ବିନ ସିଟିବାସୀଙ୍କୁ ଅପିଲ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭାଇକୁ ବଞ୍ଚାଇବାକୁ ଯାଇ ପାଣି ସୁଅରେ ଭାସିଗଲେ ଦିବ୍ୟାଙ୍ଗ ଭଉଣୀ: କେନାଲରେ ବୁଡ଼ି ଉଭୟଙ୍କ ମୃତ୍ୟୁ

ସାବିତ୍ରୀ ବ୍ରତ ପାଇଁ ଲୋକମାନେ କୋଭିଡ ନିୟମ ଉଲଂଘନ କରିଥିବା ଦେଖାଯିବା ପରେ ପୁଲିସ କମିଶନରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।

ଆହୁରି ପଢ଼ନ୍ତୁ: ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର

ତେବେ ରଜ ପାଇଁ ଲୋକ ଯେମିତି କୋଭିଡ୍ ନିୟମକୁ ଉଲଙ୍ଘନ ନ କରନ୍ତି, ସେଥିପାଇଁ କମିଶନରେଟ ପୁଲିସ ଆଗୁଆ ସତର୍କ କରିଛି । ଯଦି କେହି କୋଭିଡ ନିୟମ ଉଲଙ୍ଘନ କରିବେ ତେବେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ଏଥିପାଇଁ ଆଜି ସକାଳୁ ପୁଲିସ କମିଶନର ନିଜେ ଭିଡ଼ ଜମୁଥିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର