ଲିଙ୍ଗରାଜ ମନ୍ଦିରରେ ପଶିଗଲେ ରୋମାନିଆ ନାଗରିକ, ମନ୍ଦିରକୁ କରାଗଲା ଶୁଦ୍ଧିକରଣ

The Sakala Picture
Published On

ଭୁବନେଶ୍ବର : ଶ୍ରୀ ଲିଙ୍ଗରାଜ ମନ୍ଦିରରେ ବିଦେଶୀ ପର୍ଯ୍ୟଟକ । ରୋମରୁ ଆସିଥିବା ଜଣେ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ ପଶି ବୁଲୁଥିବା ବେଳେ କିଛି ସେବାୟତ ତାଙ୍କୁ ଧରିଥିଲେ। ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ […]

ଭୁବନେଶ୍ବର : ଶ୍ରୀ ଲିଙ୍ଗରାଜ ମନ୍ଦିରରେ ବିଦେଶୀ ପର୍ଯ୍ୟଟକ । ରୋମରୁ ଆସିଥିବା ଜଣେ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ ପଶି ବୁଲୁଥିବା ବେଳେ କିଛି ସେବାୟତ ତାଙ୍କୁ ଧରିଥିଲେ। ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ ଥର ଲିଙ୍ଗରାଜ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ କରିବା ନଜିର ରହିଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ବର୍ବରତାର ତଦନ୍ତ କରିବାକୁ ଭୁବନେଶ୍ବରରେ NHRC ଟିମ୍‌

ସୂଚନା ଅନୁସାରେ ଲିଙ୍ଗରାଜ ମନ୍ଦିର ଭିତରେ ଜଣେ ବିଦେଶୀ ନାଗରିକ ତଥା ଅଣହିନ୍ଦୁ ବୁଲୁଥିବା ସମୟରେ ତାଙ୍କର ଗତିବିଧିକୁ ସନ୍ଦେହ କରି କିଛି ସେବାୟତ ଓ ଲିଙ୍ଗରାଜ ମନ୍ଦିର ପୁଲିସ ପଚରାଉଚରା କରିଥିଲେ। ବ୍ୟକ୍ତି ଜଣକ ରୋମାନର ନାଗରିକ ଏବଂ ତାଙ୍କ ନା ଆଣ୍ଡ୍ରି ଖ୍ରୀଷ୍ଟିଆନ ବୋଲି ଜଣାପଡ଼ିଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

23 May 2025 By The Sakala

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ରୋମାନିଆ ନାଗରିକ, ମନ୍ଦିରକୁ କରାଗଲା ଶୁଦ୍ଧିକରଣ

ଭୁବନେଶ୍ବର : ଶ୍ରୀ ଲିଙ୍ଗରାଜ ମନ୍ଦିରରେ ବିଦେଶୀ ପର୍ଯ୍ୟଟକ । ରୋମରୁ ଆସିଥିବା ଜଣେ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ ପଶି ବୁଲୁଥିବା ବେଳେ କିଛି ସେବାୟତ ତାଙ୍କୁ ଧରିଥିଲେ। ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ ଥର ଲିଙ୍ଗରାଜ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ କରିବା ନଜିର ରହିଛି ।

ସୂଚନା ଅନୁସାରେ ଲିଙ୍ଗରାଜ ମନ୍ଦିର ଭିତରେ ଜଣେ ବିଦେଶୀ ନାଗରିକ ତଥା ଅଣହିନ୍ଦୁ ବୁଲୁଥିବା ସମୟରେ ତାଙ୍କର ଗତିବିଧିକୁ ସନ୍ଦେହ କରି କିଛି ସେବାୟତ ଓ ଲିଙ୍ଗରାଜ ମନ୍ଦିର ପୁଲିସ ପଚରାଉଚରା କରିଥିଲେ। ବ୍ୟକ୍ତି ଜଣକ ରୋମାନର ନାଗରିକ ଏବଂ ତାଙ୍କ ନା ଆଣ୍ଡ୍ରି ଖ୍ରୀଷ୍ଟିଆନ ବୋଲି ଜଣାପଡ଼ିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର