ହାତୀଦାନ୍ତ ଡିଲ ବେଳେ ମାଡ଼ିବସିଲା ବନ ବିଭାଗ, ୩ ଗିରଫ

The Sakala Picture
Published On

ଦେବଗଡ଼: ହାତୀଦାନ୍ତ ଡିଲ ବେଳେ ମାଡ଼ିବସିଲା ବନ ବିଭାଗ । ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ ସାହୁ ଗହଣା ବ୍ୟବସାୟୀ ବୋଲି ଜଣାପଡ଼ିଛି। ଖବର ଅନୁଯାୟୀ, ଗତକାଲି ରାତିରେ ଦେବଗଡ ବନ ଖଣ୍ଡ ଅଞ୍ଚଳରେ ଥିବା ଏକ ହୋଟେଲରେ […]

ଦେବଗଡ଼: ହାତୀଦାନ୍ତ ଡିଲ ବେଳେ ମାଡ଼ିବସିଲା ବନ ବିଭାଗ । ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ ସାହୁ ଗହଣା ବ୍ୟବସାୟୀ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଖବର ଅନୁଯାୟୀ, ଗତକାଲି ରାତିରେ ଦେବଗଡ ବନ ଖଣ୍ଡ ଅଞ୍ଚଳରେ ଥିବା ଏକ ହୋଟେଲରେ ହାତୀ ଦାନ୍ତ କାରବାର ଚାଲିଥିଲା। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ବନ ବିଭାଗ ହୋଟେଲରେ ଚଢ଼ାଉ କରି ୩ଟି ହାତୀ ଦାନ୍ତ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର