ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

The Sakala Picture
Published On

ଭୁବନେଶ୍ବର: ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତା ନେଇ ପୁଅ ପୃଥ୍ବୀଚାନ୍ଦ ହରିଚନ୍ଦନ ସୂଚନା ଦେଇଛନ୍ତି । ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର