ଚଣ୍ଡିଖୋଲ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

ଚଣ୍ଡିଖୋଲ: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ସ୍ଥାନୀୟ କିଛି ଲୋକ ଆକ୍ରମଣ କରିଛନ୍ତି। ମାଆ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଗ୍ରାମବାସୀମାନେ ବିରୋଧ କରିଥିବା ବେଳେ ସ୍ଥାନୀୟ ବିଧାୟକ ଗାଁରେ ପୂରାଇ ଦେଇ ନଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ପୋଲିସ ଆସିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିବା ସୂଚନା ମିଳିଛି।

About The Author: The Sakala