ଇଣ୍ଡିଆନ୍‌ ଆଇଡଲ୍‌’ ସିଜନ୍‌-୧୬ର ବିଜୟିନୀ ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ

Madhusudan Das Picture
Published On

ଭୁବନେଶ୍ୱର: ଇଣ୍ଡିଆନ୍‌ ଆଇଡଲ୍‌’ ସିଜନ୍‌-୧୬ର ବିଜୟିନୀ ତଥା ଓଡ଼ିଶାର ଗର୍ବ ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଜ୍ୟୋତିର୍ମୟୀ ଗୁରୁବାର ନବୀନ ନିବାସରେ ନବୀନଙ୍କୁ ସାକ୍ଷାତ କରିଥିବା ବେଳେ ନବୀନ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ସେ ଏହି ଟାଇଟଲ ହାତେଇ ଓଡ଼ିଶାକୁ ଗର୍ବିତ କରିଥିବା କହିଛନ୍ତି। ଏହି ଅବସରରେ ଜ୍ୟୋତିର୍ମୟୀଙ୍କୁ ରୁପା ତାରକସୀ କୋଣାର୍କ ଚକ୍ର ପ୍ରଦାନ କରି ନବୀନ ତାଙ୍କ ଉଜ୍ୱଳ ଭିବଷ୍ୟତ କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର