ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ

The Sakala Picture
Published On

ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ । ସେ ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ବିଜେପି ଛାଡିବା ପରେ ଆଜି ସେ ବିଜେଡିରେ ଯୋଗ ଦେଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ ରମାରଞ୍ଜନ । ରମା ଓ ତାଙ୍କ ସମର୍ଥକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କଲେ ସତ୍ୟବାଦୀ […]

ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ । ସେ ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ବିଜେପି ଛାଡିବା ପରେ ଆଜି ସେ ବିଜେଡିରେ ଯୋଗ ଦେଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ ରମାରଞ୍ଜନ । ରମା ଓ ତାଙ୍କ ସମର୍ଥକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କଲେ ସତ୍ୟବାଦୀ ବିଜେଡି ପ୍ରାର୍ଥୀ ସଞ୍ଜୟ ଦାସବର୍ମା ଓ ସସ୍ମିତ ପାତ୍ର ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର